Luke 10:41 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ମାର୍ଥା, ହେ ମାର୍ଥା, ବହୁତ ଗୁଡାଏ କଥା ପାଇଁ ତୁମ୍ଭେ ବ୍ଯସ୍ତ ଓ ଚିନ୍ତିତ ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ତାକୁ କହିଲେ, “ମାର୍ଥା, ମାର୍ଥା, ତୁମେ ଅନେକ ବିଷୟରେ ଚିନ୍ତିତ ଓ ବ୍ୟସ୍ତ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମାର୍ଥା, ହେ ମାର୍ଥା, ବହୁତ ଗୁଡ଼ାଏ କଥା ପାଇଁ ତୁମ୍ଭେ ବ୍ୟସ୍ତ ଓ ଚିନ୍ତିତ ଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತಿಕಾ “ಮಾರ್ಥಾ! ತಿಯಾ ಹೆ ಕಾಮ್, ತೆ ಕಾಮ್, ಮನುನ್ ಲೈ ಯವ್ಜುಕ್ ಲಾಗ್ಲೆ,