Luke 10:42 — Compare Translations
7 translations compared side by side
Odia - 1840
"କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ସହତ୍ତ୍ବପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛ ଏବଂ ଏହା ତା'ଠାରୁ ଛଡଇେ ନିଆୟିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ପ୍ରୟୋଜନ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ହରଣ କରାଯିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ କେବଳ ଗୋଟିଏ ବିଷୟ ନିତାନ୍ତ ଆବଶ୍ୟକ। ମରିୟମ ସେହି ଉତ୍ତମ ବିଷୟଟିକୁ ବାଛି ନେଇଛି; ତାହାକୁ ସେଥିରୁ ବଞ୍ଚିତ କରାଯିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛି ଏବଂ ଏହା ତା’ଠାରୁ ଛଡ଼େଇ ନିଆଯିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ಮರಿನ್ ಲೈ ಬರೆ ಹೊತ್ತೆ ಎಚುನ್ ಕಾಡ್ಲಿನಾಯ್, ಅನಿ ತೆ ಕೊನಾಕ್ಬಿ ತಿಚೆಕ್ನಾ ಕಾಡುನ್ ಘೆವ್ಕ್ ಹೊಯ್ನಾ” ಮಟ್ಲ್ಯಾನ್.