Luke 10:5 — Compare Translations
7 translations compared side by side
Odia - 1840
"ଯେ କୌଣସି ଘ ରେ ପ୍ରବେଶ କରିବା ମାତ୍ ରେ ପ୍ରଥମେ କୁହ, 'ଏ ଘରକୁ ଶାନ୍ତି ମିଳୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ତୁମେ ଗୋଟିଏ ଗୃହକୁ ଯାଅ, ପ୍ରଥମେ କୁହ, ‘ଏହି ଗୃହର ଶାନ୍ତି ହେଉ’।
Odia Bible ERV 2004 (ପବିତ୍ର ବାଇବଲ)
ଯେକୌଣସି ଘରେ ପ୍ରବେଶ କରିବା ମାତ୍ରେ ପ୍ରଥମେ କୁହ, ‘ଏ ଘରକୁ ଶାନ୍ତି ମିଳୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಘರಾತ್ ತುಮಿ ಗೆಲ್ಲ್ಯಾ ತನ್ನಾ ಅದ್ದಿ “ಹ್ಯಾ ಘರಾತ್ ಸಮಾದಾನ್ ರ್ಹಾಂವ್ದಿತ್” ಮನಾ,