Luke 10:6 — Compare Translations
7 translations compared side by side
Odia - 1840
"ଯଦି ସଠାେରେ କହେି ଶାନ୍ତି ପ୍ରିୟ ଲୋକ ଥିବ, ତବେେ ତୁମ୍ଭମାନଙ୍କର ଶାନ୍ତି ଆଶୀର୍ବାଦ ତାହାକୁ ମିଳିବ। ଯଦି ସଠାେରେ କହେି ଶାନ୍ତି ପ୍ରିୟ ଲୋକ ନଥିବ, ତବେେ ତୁମ୍ଭମାନଙ୍କ ଶାନ୍ତି ଆଶୀର୍ବାଦ ତୁମ୍ଭମାନଙ୍କ ପାଖକୁ ଫରେି ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାରି ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ବାହୁଡ଼ି ଆସିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କୌଣସି ଶାନ୍ତିପ୍ରେମୀ ଲୋକ ସେ ଗୃହରେ ବାସ କରୁଥାଏ, ତୁମ ଶାନ୍ତିର ବାଣୀ ତା’ର କଲ୍ୟାଣ କରୁ। ଯଦି ସେପରି କେହି ନ ଥାଏ, ସେହି ଶୁଭେଚ୍ଛା ତା’ର କୌଣସି ମଙ୍ଗଳ ନ କରି ତୁମ ନିକଟକୁ ଫେରି ଆସିବ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେଠାରେ କେହି ଶାନ୍ତି ପ୍ରିୟ ଲୋକ ଥିବ, ତେବେ ତୁମ୍ଭମାନଙ୍କର ଶାନ୍ତି ଆଶୀର୍ବାଦ ତାହାକୁ ମିଳିବ। ଯଦି ସେଠାରେ କେହି ଶାନ୍ତି ପ୍ରିୟ ଲୋକ ନ ଥିବ, ତେବେ ତୁମ୍ଭମାନଙ୍କ ଶାନ୍ତି ଆଶୀର୍ବାଦ ତୁମ୍ଭମାନଙ୍କ ପାଖକୁ ଫେରି ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ ಸಮಾದಾನಾಚೊ, ಪ್ರೆಮಾಚೊ ಮಾನುಸ್ ಥೈ ರ್ಹಾಲ್ಯಾರ್, ತುಮಿ ಸಾಂಗಲ್ಲೆ ಸಮಾದಾನ್ ತೆಚ್ಯಾ ವಾಂಗ್ಡಾ ರಾವ್ಕ್ ಸೊಡಾ; ನಸ್ಲ್ಯಾರ್, ತುಮ್ಚೆ ಸಮಾದಾನ್ ಫಾಟಿ ಘೆವಾ.