Luke 10:7 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଶାନ୍ତି ଥିବା ଘ ରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ୟହା ଦବେେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା' ବତନେ ଉପରେ ଅଧିକାର ଅଛି। ଅନ୍ୟ ଘ ରେ ରହିବା ପାଇଁ ସହେି ଘର ଛାଡି ଯାଅନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । ଘରକୁ ଘର ଯାଅ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଭୋଜନ ପାନ ନିମନ୍ତେ ଯାହା ଦିଅନ୍ତି, ତାହା ଗ୍ରହଣ କରି ସେହି ଗୃହରେ ବାସ କର, କାରଣ ଶ୍ରମିକ ମଜୁରୀ ପାଇବାର ଯୋଗ୍ୟ। ଗୋଟିଏ ଗୃହରୁ ଆଉ ଗୋଟିଏ ଗୃହକୁ ଘୂରିବୁଲ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଶାନ୍ତି ଥିବା ଘରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ଯାହାଦେବେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା’ ବେତନ ଉପରେ ଅଧିକାର ଅଛି। ଅନ୍ୟ ଘରେ ରହିବା ପାଇଁ ସେହି ଘର ଛାଡ଼ି ଯାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । ଘରକୁ ଘର ଯାଅ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾ ಘರಾತ್ನಿ ಜಾವ್ನಕಾಶಿ ತುಮ್ಕಾ ಸ್ವಾಗತ್ ಕರಲ್ಲ್ಯಾ ಎಕುಚ್ ಘರಾತ್ ರ್ಹಾವಾ, ತೆನಿ ದಿಲ್ಲೆ ಖಾವಾ, ಫಿವಾ ಕಶ್ಯಾಕ್ ಮಟ್ಲ್ಯಾರ್ ರಾಬಲ್ಲ್ಯಾಕ್ ತೆಚಿ ಮಜುರಿ ಗಾವುಕುಚ್ ಪಾಜೆ.