Luke 10:8 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭମାନେେ ଗୋଟିଏ ନଗରକୁ ଯାଅ ଓ ସଠାେରେ ଯଦି ଲୋକେ ତୁମ୍ଭମାନଙ୍କୁ ସ୍ବାଗତ କରନ୍ତି, ତବେେ ତୁମ୍ଭମାନଙ୍କେୁ ସମାନେେ ଯାହା ଖାଦ୍ୟ ଦିଅନ୍ତି, ତାହା ଖାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ତୁମେ କୌଣସି ଏକ ସହରକୁ ଯାଇ ଆତିଥ୍ୟ ପାଅ, ତୁମକୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭେମାନେ ଗୋଟିଏ ନଗରକୁ ଯାଅ ଓ ସେଠାରେ ଯଦି ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ କରନ୍ତି, ତେବେ ତୁମ୍ଭେମାନଙ୍କୁ ସେମାନେ ଯାହା ଖାଦ୍ୟ ଦିଅନ୍ତି, ତାହା ଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಲ್ಯಾಬಿ ಗಾಂವಾತ್, ನಾ ತರ್ ಘರಾತ್ ತುಮ್ಕಾ ಸ್ವಾಗತ್ ಕರಲ್ಲ್ಯಾ ತನ್ನಾ, ತುಮ್ಕಾ ತೆನಿ ಕಾಯ್ ದಿತ್ಯಾತ್, ತೆಚ್ ಖಾವಾ,