Luke 10:9 — Compare Translations
7 translations compared side by side
Odia - 1840
"ସଠାେରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା'ପରେ ସମାନଙ୍କେୁ କୁହ, 'ପରମେଶ୍ବରଙ୍କ ରାଜ୍ଯ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସହରର ରୋଗୀମାନଙ୍କୁ ସୁସ୍ଥ କର ଓ ସେଠାକାର ଲୋକମାନଙ୍କୁ କୁହ, ‘ଈଶ୍ୱରଙ୍କ ରାଜ୍ୟ ତୁମର ନିକଟବର୍ତ୍ତୀ।’
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା’ପରେ ସେମାନଙ୍କୁ କୁହ, ‘ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
Odia IRV 2017 (ଓଡିଆ ବାଇବେଲ)
ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಗಾಂವಾತ್ಲ್ಯಾ ಶಿಕ್ ಹೊತ್ತ್ಯಾ ಲೊಕಾಕ್ನಿ ಗುನ್ ಕರಾ ಅನಿ ಥೈತ್ಲ್ಯಾ ಲೊಕಾಕ್ನಿ “ದೆವಾಚೆ ರಾಜ್ ತುಮ್ಚ್ಯಾ ಜಗ್ಗೊಳ್ ಯೆಲಾ” ಮನುನ್ ಸಾಂಗಾ.