Luke 11:1 — Compare Translations
7 translations compared side by side
Odia - 1840
"ଥରେ ଯୀଶୁ ଗୋଟିଏ ସ୍ଥାନ ରେ ପ୍ରାର୍ଥନା କରୁଥିଲେ। ସେ ପ୍ରାର୍ଥନା କରି ସାରିବା ପରେ ତାହାଙ୍କର ଜଣେ ଶିଷ୍ଯ ତାହାଙ୍କୁ କହିଲେ, ପ୍ରାର୍ଥନା କିପରି କରିବାକୁ ହବେ ତାହା ଯୋହନ ତାହାଙ୍କ ଶିଷ୍ଯମାନଙ୍କୁ ଶିଖାଇ ଦଇେଥିଲେ। ପ୍ରଭୁ, ପ୍ରାର୍ଥନା କିପରି କରିବାକୁ ହୁଏ, ତାହା ଆପଣ ମଧ୍ଯ ଆମ୍ଭମାନଙ୍କୁ ବତଇେ ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଯୀଶୁ କୌଣସି ଏକ ସ୍ଥାନରେ ପ୍ରାର୍ଥନା କରୁôôଥିଲେ। ସେ ପ୍ରାର୍ଥନା ଶେଷ କରିବା ପରେ ତାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାଙ୍କୁ କହିଲେ, “ପ୍ରଭୁ, ଯୋହନ ଯେପରି ତାଙ୍କ ଶିଷ୍ୟମାନଙ୍କୁ ଶିଖାଇଛନ୍ତି, ଆପଣ ମଧ୍ୟ ଆମକୁ ପ୍ରାର୍ଥନା କରିବାକୁ ଶିଖାଇ ଦିଅନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପ୍ରାର୍ଥନା ବିଷୟରେ ଉପଦେଶ ଦେଲେ ଥରେ ଯୀଶୁ ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ। ସେ ପ୍ରାର୍ଥନା କରି ସାରିବା ପରେ ତାହାଙ୍କର ଜଣେ ଶିଷ୍ୟ ତାହାଙ୍କୁ କହିଲେ, “ପ୍ରାର୍ଥନା କିପରି କରିବାକୁ ହେବ ତାହା ଯୋହନ ତାହାଙ୍କ ଶିଷ୍ୟମାନଙ୍କୁ ଶିଖାଇ ଦେଇଥିଲେ। ପ୍ରଭୁ, ପ୍ରାର୍ଥନା କିପରି କରିବାକୁ ହୁଏ, ତାହା ଆପଣ ମଧ୍ୟ ଆମ୍ଭମାନଙ୍କୁ ବତେଇ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ಜೆಜು ಎಕ್ ಜಾಗ್ಯಾರ್ ಮಾಗ್ನಿ ಕರುಕ್ ಲಾಗಲ್ಲೊ. ತೆಚಿ ಮಾಗ್ನಿ ಕರುನ್ ಹೊಲ್ಲ್ಯಾ ಮಾನಾ, ತೆಚ್ಯಾ ಶಿಸಾನಿತ್ಲೊ ಎಕ್ಲೊ “ಗುರುಜಿ, ಜುವಾಂವಾಕ್ ಅಪ್ನಾಚ್ಯಾ ಶಿಸಾಕ್ನಿ ಶಿಕ್ವಲ್ಲ್ಯಾ ಸರ್ಕೆ ಅಮ್ಕಾಬಿ ಮಾಗ್ನಿ ಕರುಕ್ ಶಿಕ್ವು”, ಮನುನ್ ಸಾಂಗುಕ್ ಲಾಗ್ಲೊ.