Luke 11:13 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଖରାପ ଲୋକ ହାଇେଥିଲେ ମଧ୍ଯ ତୁମ୍ଭମାନଙ୍କ ପିଲାମାନଙ୍କୁ କିଭଳି ଭଲ ଉପହାର ଦିଆଯାଏ ତୁମ୍ଭମାନେେ ଜାଣ। ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭମାନଙ୍କର ପରମପିତା ଜାଣନ୍ତି ଯେ ତାହାଙ୍କୁ ମାଗୁଥିବା ଲୋକମାନଙ୍କୁ ସେ ପବିତ୍ରଆତ୍ମା କିପରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ଵର୍ଗରୁ ଦାନ କରନ୍ତି, ସେ ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଅସତ୍ ହେଲେ ସୁଦ୍ଧା ତୁମ ପିଲାମାନଙ୍କୁ ଉତ୍ତମ ବିଷୟ ଦେବାକୁ ଜାଣ, ତା’ ହେଲେ ସ୍ୱର୍ଗସ୍ଥ ପିତା, ତାଙ୍କଠାରେ ନିବେଦନ କରୁଥିବା ଲୋକଙ୍କୁ କେତେ ଅଧିକ ରୂପେ ପବିତ୍ରଆତ୍ମାଙ୍କୁ ନ ଦେବେ?”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଖରାପ ଲୋକ ହୋଇଥିଲେ ମଧ୍ୟ ତୁମ୍ଭମାନଙ୍କ ପିଲାମାନଙ୍କୁ କିଭଳି ଭଲ ଉପହାର ଦିଆଯାଏ ତୁମ୍ଭେମାନେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ଜାଣନ୍ତି ଯେ ତାହାଙ୍କୁ ମାଗୁଥିବା ଲୋକମାନଙ୍କୁ ସେ ପବିତ୍ରଆତ୍ମା କିପରି ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬುರ್ಶೆ ತುಮಿ, ತುಮ್ಕಾ ಗೊತ್ತ್ ಹಾಯ್,ಪೊರಾಕ್ನಿ ದಿವ್ಕ್ ಖಲೆ ಬರೆ ಮನುನ್ ಅನಿ ಖಲೆ ಪೊರಾಕ್ನಿ ದಿವ್ಚೆ ಮನುನ್, ತರ್, ಸರ್ಗಾ ವೈಲೊ ಪವಿತ್ರ್ ಬಾಬಾ, ಅಪ್ನಾಕ್ಡೆ ಮಾಗ್ತಲ್ಯಾಕ್ನಿ ಕವ್ಡ್ಯಾ ಮಾಪಾನ್ ಅಪ್ನಾಚೊ ಪವಿತ್ರ್ ಆತ್ಮೊ ದಿಯ್ಲ್!” ಮಟ್ಲ್ಯಾನ್.