Luke 11:14 — Compare Translations

7 translations compared side by side

Odia - 1840
"ଥରେ ଯୀଶୁ କଥା କହି ପାରୁନଥିବା ଗୋଟିଏ ଲୋକ ଦହରେୁ ଭୂତକୁ ତଡି ଦେଉଥିଲେ। ଭୂତଟି ମୂକ ଲୋକ ଦହରେୁ ବାହାରି ଆସିବା ମାତ୍ ରେ, ଲୋକଟି ପୁଣି କଥା କହିବାକୁ ଲାଗିଲା। ଜମା ହାଇେଥିବା ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା । ଭୂତ ବାହାରିଗଲା ଉତ୍ତାରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚମତ୍କୃତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏକ ଭୂତଗ୍ରସ୍ତ ଘୁଙ୍ଗା ଲୋକକୁ ସୁସ୍ଥ କଲେ। ଯେତେବେଳେ ଭୂତ ଛାଡ଼ିଗଲା, ଲୋକଟି କଥା କହିବାକୁ ଆରମ୍ଭ କଲା! ଲୋକେ ଆଶ୍ଚର୍ଯ୍ୟ ହେଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି ଥରେ ଯୀଶୁ କଥା କହି ପାରୁ ନ ଥିବା ଗୋଟିଏ ଲୋକ ଦେହରୁ ଭୂତକୁ ତଡ଼ି ଦେଉଥିଲେ। ଭୂତଟି ମୂକ ଲୋକ ଦେହରୁ ବାହାରି ଆସିବା ମାତ୍ରେ, ଲୋକଟି ପୁଣି କଥା କହିବାକୁ ଲାଗିଲା। ଜମା ହୋଇଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା । ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಎಕ್ ಮುಕ್ಕ್ಯಾ ಗಿರ್‍ಯಾಕ್ ಭಾಯ್ರ್ ಕಾಡ್ಲ್ಯಾನ್, ಅನಿ ಕಾಡುನ್ ಹೊಲ್ಲ್ಯಾ ತನ್ನಾ, ತೊ ಮಾನುಸ್ ಬರೆಚ್ ಬೊಲುಕ್‍ಲಾಗ್ಲೊ, ಹೆ ಬಗುನ್ ಸಗ್ಳಿ ಲೊಕಾ ಅಜಾಪ್ ಹೊಲಿ.