Luke 11:15 — Compare Translations

7 translations compared side by side

Odia - 1840
"କିନ୍ତୁ ସମାନଙ୍କେ ମଧ୍ଯରୁ କେତକେ କହିଲେ, ଯୀଶୁ ଭୂତପତି ବାଆଲ୍ଜିବୁଲ୍ର ଶକ୍ତି ଦ୍ବାରା ଭୂତ ଛଡାଉଛନ୍ତି, ଭୂତମାନଙ୍କୁ ତଡି ଦବୋକୁ ବ୍ଯବହାର କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତ ଛଡ଼ାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ କେତେକ କହିଲେ, “ଭୂତମାନଙ୍କ ଅଧିପତି ବାଆଲ୍ଜିବୂଲ୍ର ଶକ୍ତିରେ ସେ ଭୂତ ଛଡ଼ାଉଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଯୀଶୁ ଭୂତପତି ବାଆ‌‌‌ଲ୍‌ଜିବୂଲ୍‌ର ଶକ୍ତି ଦ୍ୱାରା ଭୂତ ଛଡ଼ାଉଛନ୍ତି, ଭୂତମାନଙ୍କୁ ତଡ଼ି ଦେବାକୁ ବ୍ୟବହାର କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕ್ ಉಲ್ಲ್ಯಾಸ್ಯಾ ಲೊಕಾನಿ, “ಬೆಎಲ್ಜೆಬುಲ್ ಮನ್ತಲೊ ಗಿರ್‍ಯಾಂಚೊ ಮುಖಂಡ್ ಜೆಜುಕ್ ಗಿರೆ ಭಾಯ್ರ್ ಕಾಡುಕ್ ತಾಕತ್ ದಿತಾ”, ಮನುನ್ ಸಾಂಗುಕ್ ಲಾಗಲ್ಲೆ.