Luke 11:19 — Compare Translations

7 translations compared side by side

Odia - 1840
"କିନ୍ତୁ ମୁଁ ଯଦି ବାଆଲ୍ଜିବୁଲ୍ ସାହାୟ୍ଯ ରେ ଭୂତମାନଙ୍କୁ ବାହାର କରି ଦେଉଛି, ତବେେ ତୁମ୍ଭମାନଙ୍କ ଲୋକମାନେ କାହା ସାହାୟ୍ଯ ରେ ଭୂତମାନଙ୍କୁ ବାହାର କରୁଛନ୍ତି? ତବେେ ତୁମ୍ଭମାନଙ୍କର ନିଜ ଲୋକେ ପ୍ରମାଣିତ କରି ଦେଉଛନ୍ତି ଯେ, ତୁମ୍ଭମାନେେ ଭୁଲ କହୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଯେବେ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯଦି ଏହି ଉପାୟରେ ଭୂତ ଛଡ଼ାଏ, ତେବେ ତୁମର ଶିଷ୍ୟମାନେ କିପରି ଭୂତ ଛଡ଼ାନ୍ତି? ତୁମ୍ଭେମାନେ ଭ୍ରାନ୍ତ ବୋଲି ତୁମର ନିଜ ଶିଷ୍ୟମାନେ ପ୍ରମାଣ କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଯଦି ବାଆ‌‌‌ଲ୍‌ଜିବୂଲ୍‌ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି, ତେବେ ତୁମ୍ଭମାନଙ୍କ ଲୋକମାନେ କାହା ସାହାଯ୍ୟରେ ଭୂତମାନଙ୍କୁ ବାହାର କରୁଛନ୍ତି? ତେବେ ତୁମ୍ଭମାନଙ୍କର ନିଜ ଲୋକେ ପ୍ରମାଣିତ କରି ଦେଉଛନ୍ତି ଯେ, ତୁମ୍ଭେମାନେ ଭୁଲ୍ କହୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ ಮಿಯಾ ಬೆಎಲ್ಜೆಬುಲಾಚ್ಯಾ ತಾಕ್ತಿನ್ ಗಿರೆ ಸೊಡ್ಸುತಾ ಹೊಲ್ಯಾರ್, ತುಮ್ಚೆ ವಾಂಗ್ಡಿ ಕಸ್ಲ್ಯಾ ತಾಕ್ತಿನ್ ಗಿರೆ ಕಾಡ್ತ್ಯಾತ್. ತುಮ್ಚೆ ವಾಂಗ್ಡಿಚ್ ತುಮಿ ಚುಕ್ ಕರುಕ್ ಲಾಗ್ಲ್ಯಾಶಿ ಮನುನ್ ದಾಕ್ವುನ್ ದಿತ್ಯಾತ್”.