Luke 11:20 — Compare Translations
7 translations compared side by side
Odia - 1840
"ମୁଁ ଭୁତମାନଙ୍କୁ ବାହାର କରିଦବୋପାଇଁ ପରମେଶ୍ବରଙ୍କ ଶକ୍ତି ବ୍ଯବହାର କରୁଛି। ଏକଥା ସ୍ପଷ୍ଟ ଦଖାଇେ ଦେଉଛି ଯେ ପରମେଶ୍ବରଙ୍କ ରାଜ୍ଯ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଯଦି ଈଶ୍ଵରଙ୍କ ପରାକ୍ରମ ଦ୍ଵାରା।। ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।
Odia BSI (ପବିତ୍ର ବାଇବଲ (CL) NT (BSI))
ନା, ବରଂ ଈଶ୍ୱରଙ୍କ ଶକ୍ତି ସାହାଯ୍ୟରେ ମୁଁ ଭୂତମାନଙ୍କୁ ଛଡ଼ାଏ ଏବଂ ଏହା ପ୍ରମାଣ କରେ ଯେ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର ନିକଟବର୍ତ୍ତୀ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଭୂତମାନଙ୍କୁ ବାହାର କରିଦେବା ପାଇଁ ପରମେଶ୍ୱରଙ୍କ ଶକ୍ତି ବ୍ୟବହାର କରୁଛି। ଏ କଥା ସ୍ପଷ୍ଟ ଦେଖାଇ ଦେଉଛି ଯେ ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ದೆವಾಚ್ಯಾ ಬಳಾನ್ ಗಿರೆ ಕಾಡ್ತಾ, ಅನಿ ಹೆ, ದೆವಾಚೆ ರಾಜ್ ತುಮ್ಚ್ಯಾ ಮದ್ದಿ ಯೆವ್ನ್ ಹೊಲಾ ಮನುನ್ ತುಮ್ಕಾ ದಾಕ್ವುನ್ ದಿತಾ”.