Luke 11:26 — Compare Translations

7 translations compared side by side

Odia - 1840
"ତା'ପରେ ସେ ଯାଇ ତା'ଠାରୁ ଆହୁରି ଅଧିକ ଦୁଷ୍ଟ ସାତଜଣ ଭୂତଙ୍କୁ ଡାକିଆଣେ, ସମାନେେ ସମସ୍ତେ ସହେି ମଣିଷ ମଧିଅରେ ପ୍ରବେଶ କରି ଏକତ୍ର ରହନ୍ତି। ଏହିଭଳି ଭାବରେ ସହେି ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଖରାପ ହାଇେ ପଡେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତଟା ଆତ୍ମା ସାଙ୍ଗରେ ଘେନି ଆସେ, ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ବାହାରକୁ ଯାଇ ତା’ଠାରୁ ଆହୁରି ଅଧିକ ଦୁଷ୍ଟ ସାତଟି ପ୍ରେତାତ୍ମାକୁ ଡ଼ାକି ଆଣେ ଓ ସେମାନେ ଆସି ସେଠାରେ ବାସ କରନ୍ତି। ପରିଶେଷରେ ସେହି ଲୋକର ଅବସ୍ଥା ପୂର୍ବାପେକ୍ଷା ଅଧିକ ଶୋଚନୀୟ ହୁଏ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯାଇ ତା’ଠାରୁ ଆହୁରି ଅଧିକ ଦୁଷ୍ଟ ସାତ ଜଣ ଭୂତଙ୍କୁ ଡାକିଆଣେ, ସେମାନେ ସମସ୍ତେ ସେହି ମଣିଷ ମଧ୍ୟରେ ପ୍ରବେଶ କରି ଏକତ୍ର ରହନ୍ତି। ଏହିଭଳି ଭାବରେ ସେହି ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଖରାପ ହୋଇ ପଡ଼େ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ ಗಿರೊ ಪರ್ತುನ್ ಫಾಟಿ ಜಾತಾ, ಅನಿ ಅಪ್ನಾಚ್ಯಾನ್ಕಿ ಬುರ್ಶ್ಯಾ ಸಾತ್ ಗಿರ್‍ಯಾಕ್ನಿ ಘೆವ್ನ್ ಯೆತಾ, ಮಾನಾ ತೆನಿ ಸಗ್ಳೆ ಜಾನಾ, ಥೈ ಯೆವ್ನ್ ರ್‍ಹಾತ್ಯಾತ್. ಅಶೆ ಸಗ್ಳೆ ಹೊವ್ನ್ ಸರಲ್ಲ್ಯಾ ತನ್ನಾ, ತೊ ಮಾನುಸ್ ಅದ್ದಿ ಹೊತ್ತ್ಯಾನ್ಕಿ ಬುರ್ಶ್ಯಾ ಪರಿಸ್ತಿತಿಕ್ ಯೆವ್ನ್ ಪಾವ್ತಾ, ಮಟ್ಲ್ಯಾನ್.