Luke 11:27 — Compare Translations

7 translations compared side by side

Odia - 1840
"ଯୀଶୁ ଏହିସବୁ କଥା କରୁଥିବା ସମୟରେ ଭିଡ ଭିତରୁ ସ୍ତ୍ରୀ ଲୋକଟିଏ ଉଠିପଡି ଉଚ୍ଚ ସ୍ବର ରେ କହିବାକୁ ଲାଗିଲା, ଧନ୍ଯ ତୁମ୍ଭର ମାଆ। କାରଣ ସେ ତୁମ୍ଭକୁ ଜନ୍ମ ଦଇେଛନ୍ତି ଓ କ୍ଷୀରପାନ କରାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହିସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରୁ ଜଣେ ସ୍ତ୍ରୀଲୋକ ଉଚ୍ଚ ସ୍ଵରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହି କଥା କହିବା ପରେ ଲୋକ ଗହଳି ମଧ୍ୟରୁ ଜଣେ ସ୍ତ୍ରୀ ଲୋକ ତାଙ୍କୁ କହିଲା, “ଯେଉଁ ନାରୀ ଆପଣଙ୍କୁ ଗର୍ଭ ଧାରଣ କଲେ ଓ ସ୍ତନ୍ୟପାନ କରାଇଲେ, ସେ କେଡ଼େ ଧନ୍ୟ।”
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ପ୍ରକୃତରେ ସୁଖୀ ଯୀଶୁ ଏହିସବୁ କଥା କରୁଥିବା ସମୟରେ ଭିଡ଼ ଭିତରୁ ସ୍ତ୍ରୀ ଲୋକଟିଏ ଉଠିପଡ଼ି ଉଚ୍ଚ ସ୍ୱରରେ କହିବାକୁ ଲାଗିଲା, “ଧନ୍ୟ ତୁମ୍ଭର ମା। କାରଣ ସେ ତୁମ୍ଭକୁ ଜନ୍ମ ଦେଇଛନ୍ତି ଓ କ୍ଷୀରପାନ କରାଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ।
Odia IRV 2017 (ଓଡିଆ ବାଇବେଲ)
ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲେ, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಜೆಜುನ್ ಸಾಂಗ್ತಲೆ ಆಯ್ಕುನ್, ತ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ಲ್ಯಾ ಎಕ್ ಬಾಯ್ಕೊಮನ್ಸಿನ್ “ತುಕಾ ಅಪ್ನಾಚ್ಯಾ ಪೊಟಾತ್ ಥವ್ನ್ ಘೆವ್ನ್ ತುಕಾ ಬಾರಿಕ್ ಮೊಟೆ ಕರಲ್ಲ್ಯಾ ತುಜ್ಯಾ ಬಾಯ್ಚೆ ನಸಿಬ್ ಕವ್ಡೆ ಬರೆ ಅಸಿಲ್!” ಮಟ್ಲಿನ್.