Luke 11:28 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ କହିଲେ, ପରମେଶ୍ବରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତ ରେ ସହେିମାନେ ହିଁ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ କହିଲେ, ନା, ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ବରଞ୍ଚ ସେହିମାନେ ଧନ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ଉତ୍ତର ଦେଲେ, “ବରଂ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ତାହା ପାଳନ କରନ୍ତି, ସେମାନେ କେଡ଼େ ଧନ୍ୟ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ କହିଲେ, “ପରମେଶ୍ୱରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତରେ ସେହିମାନେ ହିଁ ଧନ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತನ್ನಾ ತಿಕಾ “ದೆವಾಚ್ಯಾ ಗೊಸ್ಟಿಯಾ ಆಯ್ಕುನ್, ತೆಚೆ ಸರ್ಕೆ ಚಲ್ತಲ್ಯಾಂಚೆ ನಸಿಬ್ ತಿಚ್ಯಾನ್ಕಿ ಬರೆ”, ಮನುನ್ ಜಬಾಬ್ ದಿಲ್ಯಾನ್.