Luke 11:33 — Compare Translations
7 translations compared side by side
Odia - 1840
"କୌଣସି ଲୋକ ଦୀପଟିଏ ଜଳାଇ ଲୁଚାଇ ରେଖନାହିଁ କିମ୍ବା ହାଣ୍ଡି ତଳେ ରେଖ ନାହିଁ। ବରଂ ତାହା ରୁଖାଟିଏ ଉପରେ ରେଖ, ଯାହା ଫଳ ରେ ଭିତରକୁ ଆସୁଥିବା ଲୋକେ ଆଲୁଅ ଦେଖି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଦୀପ ଜାଳି ଗୁପ୍ତ କୋଠରିରେ କିମ୍ଵା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“କେହି ଦୀପ ଜାଳି ତାକୁ ଲୁଚାଏ ନାହିଁ କିମ୍ବା ଗୋଟିଏ ପାତ୍ର ତଳେ ଘୋଡ଼ାଇ ରଖେ ନାହିଁ; ବରଂ ସେ ତାକୁ ଦୀପରୁଖା ଉପରେ ରଖେ, ଯେପରି ଘର ଭିତରକୁ ଆସିବା ଲୋକେ ଆଲୋକ ଦେଖି ପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀରେ ଆଲୋକ ସ୍ୱରୂପ ହୁଅ “କୌଣସି ଲୋକ ଦୀପଟିଏ ଜଳାଇ ଲୁଗ୍ଭଇ ରଖେ ନାହିଁ କିମ୍ବା ହାଣ୍ଡି ତଳେ ରଖେ ନାହିଁ। ବରଂ ତାହା ରୁଖାଟିଏ ଉପରେ ରଖେ, ଯାହା ଫଳରେ ଭିତରକୁ ଆସୁଥିବା ଲୋକେ ଆଲୁଅ ଦେଖି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ಬಿ ದಿವೊ ಪೆಟ್ವುನ್ ಭೊಗುನ್ಯಾಚ್ಯಾ ಬುಡಿ ನಾ ತರ್ ನಿಜ್ತಲ್ಯಾ ಮಾಚೊಳಿಚ್ಯಾ ಬುಡಿ ಧಾಪುನ್ ಥಯ್ನಾ, ತೊ, ತೊ ದಿವೊ ವೈರ್ ದಿವೊ ಥವ್ತಲ್ಯಾ ಜಾಗ್ಯಾರ್ ಥವ್ತಾ. ಅಶೆ ಲೊಕಾ ಘರಾತ್ ಭುತ್ತುರ್ ಯೆಲ್ಲ್ಯಾ ತನ್ನಾ ತೆಂಕಾ ಉಜ್ವೊಡ್ ದಿಸ್ತಾ.