Luke 11:34 — Compare Translations

7 translations compared side by side

Odia - 1840
"ତୁମ୍ଭ ଆଖି ତୁମ୍ଭ ଶରୀର ପାଇଁ ପ୍ରଦୀପ। ତୁମ୍ଭର ଆଖି ଭଲ ଥିଲେ ତୁମ୍ଭର ସମଗ୍ର ଶରୀର ଆଲୁଅ ରେ ପରିପୂର୍ଣ୍ଣ ରହିବ। ତୁମ୍ଭର ଆଖି ଖରାପ ଥିଲେ ତୁମ୍ଭେ ସମଗ୍ର ଶରୀର ଅନ୍ଧକାର ରେ ଭରିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ । ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ଚକ୍ଷୁ ଶରୀରର ପ୍ରଦୀପ ସ୍ୱରୂପ। ତୁମର ଚକ୍ଷୁ ଭଲ ଥିଲେ, ତୁମର ସମସ୍ତ ଶରୀର ଆଲୋକମୟ ହେବ; କିନ୍ତୁ ଯଦି ତୁମର ଚକ୍ଷୁ ଖରାପ ହୁଏ, ତୁମର ସମସ୍ତ ଶରୀର ଅନ୍ଧକାରମୟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଆଖି ତୁମ୍ଭ ଶରୀର ପାଇଁ ପ୍ରଦୀପ। ତୁମ୍ଭର ଆଖି ଭଲ ଥିଲେ ତୁମ୍ଭର ସମଗ୍ର ଶରୀର ଆଲୁଅରେ ପରିପୂର୍ଣ୍ଣ ରହିବ। ତୁମ୍ଭର ଆଖି ଖରାପ ଥିଲେ ତୁମ୍ଭେ ସମଗ୍ର ଶରୀର ଅନ୍ଧକାରରେ ଭରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ। ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ । ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚೆ ಡೊಳೆ ತುಮ್ಚ್ಯಾ ಆಂಗಾಚೆ ದಿವೆ. ಕನ್ನಾ ತುಜೆ ಡೊಳೆ ಸಮಾ ಹಾತ್ ತನ್ನಾ ತುಜ್ಯಾ ಸಗ್ಳ್ಯಾ ಆಂಗಾಕ್ ಉಜ್ವೊಡ್ ರ್‍ಹಾತಾ.ಕನ್ನಾ ತುಮ್ಚೆ ಡೊಳೆ ಸಮಾ ನಾತ್, ತನ್ನಾ ತುಮ್ಚೆ ಸಗ್ಳೆ ಆಂಗುಚ್ ಕಾಳ್ಕಾತ್ ರ್‍ಹಾತಾ.