Luke 11:35 — Compare Translations

7 translations compared side by side

Odia - 1840
"ମନରେଖ, ତୁମ୍ଭ ଭିତରର ଆଲୁଅ ଯେପରି ଅନ୍ଧକାରମୟ ହାଇେ ନଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଅନ୍ଧକାର ନ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ଅନ୍ତରରେ ଥିବା ଆଲୋକ ଯେପରି ଅନ୍ଧକାର ନ ହୁଏ, ଏଥିପ୍ରତି ସାବଧାନ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ମନେରଖ, ତୁମ୍ଭ ଭିତରର ଆଲୁଅ ଯେପରି ଅନ୍ଧକାରମୟ ହୋଇ ନଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚೆ ಭುತ್ತುರ್‍ಲೊ ಉಜ್ವೊಡ್ ಕಾಳೊಕ್ ಹೊಯ್ನಶಿ ಸರ್ಕೆ ಉಶಾರ್ಕಿನ್ ರ್‍ಹಾವಾ.