Luke 11:36 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭର ସମଗ୍ର ଶରୀର ଆଲୋକରେ ପରିପୂର୍ଣ୍ଣ ଏବଂ ଏହାର କୌଣସି ଅଂଶ ଅନ୍ଧକାରମୟ ନୁହେଁ, ତାହା ହେଲ ଏହା ଆଲୋକରେ ପୂର୍ଣ୍ଣ ରହିବ। ତାହା ତୁମ୍ଭ ଉପରେ ଝଟକୁ ଥିବା ପ୍ରଦୀପ ପରି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ଉଜ୍ଜ୍ଵଳ ତେଜରେ ତୁମ୍ଭକୁ ଆଲୋକ ଦିଏ, ସେପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ମଧ୍ୟରେ ଅନ୍ଧକାର ନ ଥାଇ ତୁମେ ଯଦି ସମ୍ପୂର୍ଣ୍ଣ ରୂପେ ଆଲୋକମୟ ହୁଅ, ତେବେ ଉଜ୍ଜ୍ୱଳ ପ୍ରଦୀପର ଜ୍ୟୋତି ପରି ତୁମେ ଉଦ୍ଭାସିତ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭର ସମଗ୍ର ଶରୀର ଆଲୋକରେ ପରିପୂର୍ଣ୍ଣ ଏବଂ ଏହାର କୌଣସି ଅଂଶ ଅନ୍ଧକାରମୟ ନୁହେଁ, ତାହାହେଲେ ଏହା ଆଲୋକରେ ପୂର୍ଣ୍ଣ ରହିବ। ତାହା ତୁମ୍ଭ ଉପରେ ଝଟକୁ ଥିବା ପ୍ରଦୀପ ପରି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ತರ್ ತುಜೆ ಸಗ್ಳೆ ಆಗ್ ಉಜ್ವೊಡಾತ್ ಹಾಯ್; ತರ್, ತುಜ್ಯಾ ಆಂಗಾಚೊ ಖಲೊ ಭಾಗ್ಬಿ ಕಾಳ್ಕಾತ್ ನಾ ಮನುನ್ ಹೊಲೆ, ಕಶೆ ಎಕ್ ದಿವೊ ಪೆಟಲ್ಲ್ಯಾ ತನ್ನಾ ತುಮ್ಚೆ ವರ್ತಿ ಕಸೊ ಉಜ್ವೊಡ್ ಪಡ್ತಾ, ತಸೆ, ತುಮಿ ರ್ಹಾತ್ಯಾಶಿ ಮಟ್ಲ್ಯಾನ್.