Luke 11:37 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କ କଥା ଶଷେ କଲାବଳକେୁ ଜଣେ ଫାରୂଶୀ ଯୀଶୁଙ୍କୁ ତାହାଙ୍କ ସାଙ୍ଗ ରେ ଖାଇବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ଭିତରକୁ ଗଲେ ଓ ଖାଇବା ପାଇଁ ବସି ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିକ୍ଷା ଦେଇ ସାରିବା ପରେ ଜଣେ ଫାରୁଶୀ ତାଙ୍କୁ ତା’ ସହିତ ଭୋଜନ କରିବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ତାଙ୍କ ଘରକୁ ଯାଇ ଭୋଜନ କରିବା ପାଇଁ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଧାର୍ମିକ ନେତାମାନଙ୍କୁ ସମାଲୋଚନା କଲେ ଯୀଶୁ ତାହାଙ୍କ କଥା ଶେଷ କଲାବେଳକୁ ଜଣେ ଫାରୂଶୀ ଯୀଶୁଙ୍କୁ ତାହାଙ୍କ ସାଙ୍ଗରେ ଖାଇବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ଭିତରକୁ ଗଲେ ଓ ଖାଇବା ପାଇଁ ବସି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚೆ ಬೊಲುನ್ ಹೊಲ್ಲ್ಯಾ ತನ್ನಾ, ಎಕ್ ಫಾರಿಜೆವಾನ್ ಜೆಜುನ್ ಅಪ್ನಾಚ್ಯಾ ಘರಾಕ್ ಜೆವ್ನಾಕ್ ಬಲ್ವುಲ್ಯಾನ್. ತನ್ನಾ ತೊ ತ್ಯಾ ಘರಾತ್ ಗೆಲೊ, ಅನಿ ಜೆವ್ನಾಕ್ ಬಸ್ಲೊ.