Luke 11:38 — Compare Translations
7 translations compared side by side
Odia - 1840
"ଯୀଶୁ ଖାଇବାକୁ ୟିବା ପୁର୍ବରୁ ନିଜ ହାତ ନ ଧୋଇଥିବାରୁ ଫାରୂଶୀ ଜଣକ ଆଶ୍ଚର୍ୟ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ସ୍ନାନ କରି ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭୋଜନ ପୂର୍ବରୁ ଯୀଶୁ ପ୍ରକ୍ଷାଳନ ରୀତି ପାଳନ ନ କରିବା ଦେଖି ଫାରୁଶୀ ଆଶ୍ଚର୍ଯ୍ୟ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖାଇବାକୁ ଯିବା ପୁର୍ବରୁ ନିଜ ହାତ ନ ଧୋଇଥିବାରୁ ଫାରୂଶୀ ଜଣକ ଆଶ୍ଚର୍ଯ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬಗುನ್ ತೊ ಫಾರಿಜೆವ್ ಅಜಾಪ್ ಹೊಲೊ, ಕಶ್ಯಾಕ್ ಮಟ್ಲ್ಯಾರ್, ಜೆಜುನ್ ಜೆವ್ನಾಕ್ ಬಸುಚ್ಯಾ ಅದ್ದಿ ಹಾತ್ ಧುವ್ನ್ ಘೆವ್ನತ್ತ್ಯಾನ್.