Luke 11:39 — Compare Translations

7 translations compared side by side

Odia - 1840
"ପ୍ରଭୁ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭମାନେ ଫାରୂଶୀମାନେ ଥାଳିଗିନାର ବାହାରତ ପରିଷ୍କାର କରୁଛ, କିନ୍ତୁ ଭିତ ରେ ତୁମ୍ଭମାନେେ ଲୋକମାନଙ୍କୁ ଠକି ଓ ଦୁଷ୍ଟତାପୂର୍ଣ୍ଣ ଆଚରଣ କରି ତା' ଦ୍ବାରା ପାଇଥିବା ଜିନିଷ ରେ ପରିପୂର୍ଣ୍ଣ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତର ଲୁଣ୍ଠନକର୍ମ ଓ ଦୁଷ୍ଟତାରେ ପରିପୂର୍ଣ୍ଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ପ୍ରଭୁ ତାଙ୍କୁ କହିଲେ, “ହେ ଫାରୁଶୀଗଣ, ତୁମ୍ଭେମାନେ ଥାଳୀ ଓ ଗିନାର ବାହାର ପରିଷ୍କାର କରିଥାଅ, କିନ୍ତୁ ତୁମର ଅନ୍ତର ହିଂସା ଓ ଦୁଷ୍ଟତାରେ ପରିପୂର୍ଣ୍ଣ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଫାରୂଶୀମାନେ ଥାଳିଗିନାର ବାହାରତ ପରିଷ୍କାର କରୁଛ, କିନ୍ତୁ ଭିତରେ ତୁମ୍ଭେମାନେ ଲୋକମାନଙ୍କୁ ଠକି ଓ ଦୁଷ୍ଟତାପୂର୍ଣ୍ଣ ଆଚରଣ କରି ତା’ ଦ୍ୱାରା ପାଇଥିବା ଜିନିଷରେ ପରିପୂର୍ଣ୍ଣ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತುಮ್ಚಿ ವಾಟ್ಕಿ ಆಯ್ದಾನಾ ಪವಿತ್ರ್ ಹಾತ್, ಖರೆ ಭುತ್ತುರ್ನಾ ತುಮಿ ಸಗ್ಳೆ ಹಾಳ್ ಕರ್‍ತಲಿ, ಅನಿ ಬುರ್ಶಿ ಲೊಕಾ.