Luke 11:4 — Compare Translations
7 translations compared side by side
Odia - 1840
"ଆମ୍ଭମାନଙ୍କର ପାପଗୁଡିକ କ୍ଷମା କରିଦିଅ, କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ଯାୟ କରିଛନ୍ତି, ଆମ୍ଭମାନେେ ପ୍ରେତ୍ୟକକଙ୍କୁ ମଧ୍ଯ କ୍ଷମା ଦେଉଛୁ। ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧିଅରେ ପକାଅ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକି କ୍ଷମା କରୁ । ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପାପ ସବୁ କ୍ଷମା କର, କାରଣ ଆମ ବିରୁଦ୍ଧରେ ଦୋଷ କରିଥିବା ପ୍ରତ୍ୟେକଙ୍କୁ ଆମେ କ୍ଷମା କରୁ। ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ’।”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ପାପଗୁଡ଼ିକ କ୍ଷମା କରିଦିଅ, କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଛନ୍ତି, ଆମ୍ଭେମାନେ ପ୍ରତ୍ୟେକଙ୍କୁ ମଧ୍ୟ କ୍ଷମା ଦେଉଛୁ। ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧ୍ୟରେ ପକାଅ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧିକୁ କ୍ଷମା କରୁ । ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ದುಸ್ರ್ಯಾನಿ ಕರಲ್ಲ್ಯಾ ಚುಕಾ ಕಶೆ ಮಾಪ್ ಕರ್ತಾವ್, ತಸೆ ಅಮ್ಚ್ಯಾ ಚುಕಾ ಮಾಪ್ ಕರ್, ಅನಿ ಅಮ್ಕಾ ಲೈ ಕಟಿನ್ ಪರಿಕ್ಷಾತ್ನಿ ಘಾಲುನಕ್ಕೊ”.