Luke 11:41 — Compare Translations
7 translations compared side by side
Odia - 1840
"ଏଣୁ ତୁମ୍ଭମାନଙ୍କ ଭିତ ରେ ଥିବା ବିଷୟଗୁଡିକ ପ୍ରତି ଦୃଷ୍ଟି ଦିଅ। ଯେଉଁ ଲୋକମାନେ ସାହାୟ୍ଯ ଲୋଡନ୍ତି, ସମାନଙ୍କେୁ ସାହାୟ୍ଯ କର। ତା ହେଲେ ତୁମ୍ଭମାନେେ ସମ୍ପୂର୍ଣ୍ଣରୂପେ ପରିଷ୍କାର ଓ ପବିତ୍ର ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଞ୍ଚ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଣୁ ତୁମର ଯାହା ସବୁ ଅଛି; ତାହା ଦାନ କରି ଦିଅ, ତା’ ହେଲେ ତୁମେ ସମ୍ପୂର୍ଣ୍ଣ ପରିଷ୍କୃତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ତୁମ୍ଭମାନଙ୍କ ଭିତରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ଦିଅ। ଯେଉଁ ଲୋକମାନେ ସାହାଯ୍ୟ ଲୋଡ଼ନ୍ତି, ସେମାନଙ୍କୁ ସାହାଯ୍ୟ କର। ତା’ହେଲେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ପରିଷ୍କାର ଓ ପବିତ୍ର ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
Odia IRV 2017 (ଓଡିଆ ବାଇବେଲ)
ବରଂ ଭିତରେ ଯାହା ଯାହା ଅଛି, ସେହି ସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವಾಟ್ಕ್ಯಾತ್ನಿ, ಅನಿ ಆಯ್ದಾನಾತ್ನಿ ಹೊತ್ತೆ, ಗರಿಬಾಕ್ನಿ ದಿವಾ, ಅನಿ ತುಮಿ ಪದ್ದತಿ ಪರ್ಕಾರ್ ಸಗ್ಳೆ ಪವಿತ್ರ್ ಹೊತ್ಯಾಶಿ.