Luke 11:44 — Compare Translations

7 translations compared side by side

Odia - 1840
"ହାୟ, କାରଣ ତୁମ୍ଭମାନେେ ଲୁଚି ରହିଥିବା ସହେି କବରମାନଙ୍କ ଭଳି, ଯାହା ଉପରେ ଲୋକମାନେ ଅଜଣା ରେ ଚାଲିଯାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ତୁମ୍ଭେମାନେ ଦଣ୍ତର ପାତ୍ର, କାରଣ ତୁମ୍ଭେମାନେ ଅଦୃଶ୍ୟ ସମାଧି ତୁଲ୍ୟ; ତାହା ଉପରେ ଗତାୟାତକାରୀ ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ଦଶା କି ଶୋଚନୀୟ! ତୁମେ ଚିହ୍ନା ପଡ଼ୁ ନ ଥିବା କବର ପରି। ତା’ ଉପରେ ଲୋକମାନେ ଅଜାଣତରେ ଯିବା ଆସିବା କରନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ହାୟ, କାରଣ ତୁମ୍ଭେମାନେ ଲୁଚି ରହିଥିବା ସେହି କବରମାନଙ୍କ ଭଳି, ଯାହା ଉପରେ ଲୋକମାନେ ଅଜଣାରେ ଗ୍ଭଲିଯାଆନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚಿ ಗತ್ ಕಾಯ್ ಸಾಂಗು! ತುಮಿ ಕಾಯ್ಬಿ ವಳಕ್ ನಸಲ್ಲ್ಯಾ ಸಾರಿಯಾಂಚ್ಯಾ ಸರ್ಕೆ, ಲೊಕಾ ತೆಂಕಾ ಗೊತ್ತ್ ನಸ್ತಾನಾ ತೆಂಚ್ಯಾ ವೈನಾ ಫಿರುನ್ ಖೆಳ್ತ್ಯಾತ್”.