Luke 11:45 — Compare Translations
7 translations compared side by side
Odia - 1840
"ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କୁ କହିଲେ, ଗୁରୁ, ଆପଣ ଯେତବେେଳେ ଫାରୂଶୀମାନଙ୍କ ବିଷୟ ରେ ଏହିଭଳି କଥା କହୁଛନ୍ତି, ସେତବେେଳେ ଆମ୍ଭ ଦଳକୁ ମଧ୍ଯ ଅପମାନ ଦେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଗୁରୁମାଙ୍କ ମଧ୍ୟରୁ ଜଣେ ତାଙ୍କୁ କହିଲେ, “ଗୁରୁ, ଆପଣ ଏହି କଥା କହିବା ଦ୍ୱାରା ଆମକୁ ମଧ୍ୟ ଅପମାନ ଦେଉଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଧର୍ମଶାସ୍ତ୍ରୀମାନଙ୍କ ବିଷୟରେ ଯୀଶୁଙ୍କ କଥନ ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଯେତେବେଳେ ଫାରୂଶୀମାନଙ୍କ ବିଷୟରେ ଏହିଭଳି କଥା କହୁଛନ୍ତି, ସେତେବେଳେ ଆମ୍ଭ ଦଳକୁ ମଧ୍ୟ ଅପମାନ ଦେଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಕ್ಲೊ ಖಾಯ್ದೆ ಶಿಕ್ವುತಲೊ, ಜೆಜುಕ್ “ಗುರುಜಿ, ಹೆ ಸಗ್ಳೆ ಸಾಂಗುನ್ ತಿಯಾ ಅಮ್ಚಿ ಮರ್ಯಾದ್ ಕಾಡುಲೆ?” ಮಟ್ಲ್ಯಾನ್.