Luke 11:46 — Compare Translations
7 translations compared side by side
Odia - 1840
"ଏହା ଶୁଣି ଯୀଶୁ କହିଲେ, ହେ ଧର୍ମଶାସ୍ତ୍ରୀଗଣ! ହାୟ, କାରଣ ତୁମ୍ଭମାନେେ ଲୋକମାନଙ୍କ ଉପରେ କଠିନ ନିୟମର ବୋଝ ଏତେ ଲଦି ଦେଉଛ ଯେ, ତାହା ମାନିବା କଷ୍ଟକର ହାଇଯୋଉଛି। ଏହି ନିୟମଗୁଡିକୁ ମାନିବା ପାଇଁ ତୁମ୍ଭମାନେେ ଲୋକଙ୍କୁ ବାଧ୍ଯ କରୁଛ କିନ୍ତୁ ନିଜେ କବେେ ହେଲେ ଏଥିରୁ କୌଣସି ଗୋଟିଏ ହେଲେ ନିୟମ ପାଳିବାକୁ ଚେଷ୍ଟା କରୁନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ହାୟ, ବ୍ୟବସ୍ଥାଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ ତୁମ୍ଭେମାନେ ସୁଦ୍ଧା ଦଣ୍ତର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଆଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ହେ ଧର୍ମଗୁରୁମାନେ, ତୁମ ଅବସ୍ଥା କି ଶୋଚନୀୟ! ତୁମେ ଲୋକମାନଙ୍କ ପିଠିରେ ବୋଝ ଲଦି ଦିଅ, ଯାହା ବୋହିବା କଷ୍ଟକର; କିନ୍ତୁ ସେହି ବୋଝସବୁ ବୋହିବା ପାଇଁ ତୁମେ ତୁମର ଗୋଟିଏ ଅଙ୍ଗୁଳି ସୁଦ୍ଧା ଲଗାଇ ନ ଥାଅ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣି ଯୀଶୁ କହିଲେ, “ହେ ଧର୍ମଶାସ୍ତ୍ରୀଗଣ! ହାୟ, କାରଣ ତୁମ୍ଭେମାନେ ଲୋକମାନଙ୍କ ଉପରେ କଠିନ ନିୟମର ବୋଝ ଏତେ ଲଦି ଦେଉଛ ଯେ, ତାହା ମାନିବା କଷ୍ଟକର ହୋଇଯାଉଛି। ଏହି ନିୟମ ଗୁଡ଼ିକୁ ମାନିବା ପାଇଁ ତୁମ୍ଭେମାନେ ଲୋକଙ୍କୁ ବାଧ୍ୟ କରୁଛ କିନ୍ତୁ ନିଜେ କେବେ ହେଲେ ଏଥିରୁ କୌଣସି ଗୋଟିଏ ହେଲେ ନିୟମ ପାଳିବାକୁ ଚେଷ୍ଟା କରୁ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, “ହାୟ, ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଅଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ।
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, ହାୟ, ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଆଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಖಾಯ್ದೆ ಶಿಕ್ವುತಲ್ಯಾನು ತುಮಿ ಕವ್ಡೆ ಭಯಂಕರ್! ತುಮಿ ವಾವುನ್ ಘೆವ್ನ್ ಜಾವ್ಕ್ ಹೊವ್ ನ್ಹಯ್ ತವ್ಡೆ ಮೊಟೆ ವಜ್ಜೆ, ಲೊಕಾಂಚ್ಯಾ ವರ್ತಿ ವಾವ್ತ್ಯಾಶಿ. ಖರೆ ತೆ, ವಜ್ಜೆ ವಾವುಕ್ ಮಜತ್ ಕರುಕ್ ಮನುನ್ ಹಾತ್ ಫಿಡೆ ಕರುನ್ ಎಕ್ ಬೊಟ್ ಸೈತ್ ತ್ಯಾ ವಜ್ಜ್ಯಾಕ್ ಲಾವಿನ್ಯಾಶಿ.