Luke 11:47 — Compare Translations

7 translations compared side by side

Odia - 1840
"ହାୟ, କାରଣ ତୁମ୍ଭମାନେ ଭବିଷ୍ଯଦ୍ବକ୍ତାମାନଙ୍କ ସମ୍ମାନାର୍ଥେ କବର ତିଆରି କରୁଥାଅ। କିନ୍ତୁ ଏହି ଭବିଷ୍ଯଦ୍ବକ୍ତାମାନଙ୍କୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ହିଁ ମାରିଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ତୁମ୍ଭେମାନେ ଦଣ୍ତର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃପୁରୁଷମାନେ ସେମାନଙ୍କୁ ବଧ କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ଦଶା କେଡ଼େ ଭୟଙ୍କର ହେବ। ତୁମେ ଭାବବାଦୀମାନଙ୍କ ନିମନ୍ତେ ସୁନ୍ଦର କବର ପ୍ରସ୍ତୁତ କରିଥାଅ, ସେହି ଭାବବାଦୀମାନଙ୍କୁ ତୁମର ପୂର୍ବପୁରୁଷମାନେ ହତ୍ୟା କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ହାୟ, କାରଣ ତୁମ୍ଭେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ସମ୍ମାନାର୍ଥେ କବର ତିଆରି କରୁଥାଅ। କିନ୍ତୁ ଏହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ହିଁ ମାରି ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ସେମାନଙ୍କୁ ବଧ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର କବର ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃପୁରୁଷମାନେ ସେମାନଙ୍କୁ ବଧ କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚಿ ಗತ್ ಕಾಯ್ ಸಾಂಗು! ತುಮಿ ಪ್ರವಾದ್ಯಾಕ್ನಿ ಮನುನ್ ಬರ್‍ಯಾ-ಬರ್‍ಯಾ ಸಮಾದ್ಯಾ ಭಾಂದ್ತ್ಯಾಶಿ, ಅದ್ಲ್ಯಾ ತುಮ್ಚ್ಯಾ ವಾಡ್ ವಡ್ಲಾನಿ ಪ್ರವಾದ್ಯಾಕ್ನಿ ಜಿವಾನಿ ಮಾರ್‍ಲ್ಯಾನಿ,