Luke 11:48 — Compare Translations
7 translations compared side by side
Odia - 1840
"ଏହାଦ୍ବାରା ତୁମ୍ଭମାନେେ ଲୋକଙ୍କୁ ଦେଖଇେ ଦବୋକୁ ଚାହୁଁଛ ଯେ, ତୁମ୍ଭମାନେେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ କାମକୁ ସମର୍ଥନ କରୁଛ। କାରଣ ସମାନେେ ଭବିଷ୍ଯଦ୍ବକ୍ତାମାନଙ୍କୁ ମାରି ଦଇେଥିଲେ ଏବଂ ତୁମ୍ଭମାନେେ ତାହାଙ୍କ ପାଇଁ କବର ତିଆରି କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ସମ୍ଵନ୍ଧରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର ସମାଧିସ୍ତମ୍ଭ ନିର୍ମାଣ କରୁଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ତେବେ ସ୍ୱୀକାର କର ଯେ ତୁମର ପୂର୍ବପୁରୁଷମାନେ ଯାହା କରିଥିଲେ, ସେଥିରେ ତୁମର ସମ୍ମତି ଅଛି। ସେମାନେ ଭାବବାଦୀମାନଙ୍କୁ ହତ୍ୟା କରିଥିଲେ, ଆଉ ତୁମେ ସେମାନଙ୍କର କବର ନିର୍ମାଣ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ତୁମ୍ଭେମାନେ ଲୋକଙ୍କୁ ଦେଖେଇ ଦେବାକୁ ଗ୍ଭହୁଁଛ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ କାମକୁ ସମର୍ଥନ କରୁଛ। କାରଣ ସେମାନେ ଭବିଷ୍ୟଦ୍ବକ୍ତାମାନଙ୍କୁ ମାରି ଦେଇଥିଲେ ଏବଂ ତୁମ୍ଭେମାନେ ତାହାଙ୍କ ପାଇଁ କବର ତିଆରି କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ତୁମ୍ଭମାନଙ୍କ ପିତୃ-ପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಮಿ ತುಮ್ಚ್ಯಾ ಅದ್ಲ್ಯಾ ವಾಡ್ ವಡ್ಲಾನಿ ಕಾಯ್ ಕರ್ಲ್ಯಾನಿ ಮನುನ್ ತುಮಿಚ್ ದಾಕ್ವುನ್ ದಿವ್ಕ್ ಲಾಗ್ಲ್ಯಾಶಿ, ತೆನಿ ಪ್ರವಾದ್ಯಾಕ್ನಿ ಜಿವಾನಿ ಮಾರ್ಲ್ಯಾನಿ. ತುಮಿ ತೆಂಕಾ ಸಮಾದ್ಯಾ ಭಾಂದ್ಲ್ಯಾಶಿ”.