Luke 11:49 — Compare Translations

7 translations compared side by side

Odia - 1840
"ଏଥିପାଇଁ ପରମେଶ୍ବରଙ୍କ ଜ୍ଞାନ କ ହେ, 'ମୁଁ ଭବିଷ୍ଯଦ୍ବକ୍ତା ଓ ପ୍ ରରେିତମାନଙ୍କୁ ସମାନଙ୍କେ ପାଖକୁ ପଠାଇବି। କେତକଙ୍କେୁ ସମାନେେ ମାରି ପକାଇବେ ଓ ଆଉ କେତକଙ୍କେୁ ବହୁତ ଖରାପ ବ୍ଯବହାର ଦଖାଇବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଈଶ୍ଵର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପ୍ରେରଣ କରିବୁ; ସେମାନଙ୍କ ମଧ୍ୟରୁ କାହାକାହାକୁ ସେମାନେ ବଧ କରିବେ ଓ କାହାକାହାକୁ ତାଡ଼ନା କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି କାରଣରୁ ଈଶ୍ୱର ତାଙ୍କ ଜ୍ଞାନରେ କହିଲେ, ‘ମୁଁ ସେମାନଙ୍କ ନିକଟକୁ ଭାବବାଦୀ ଓ ବାର୍ତ୍ତାବହମାନଙ୍କୁ ପଠାଇବି; ସେମାନଙ୍କ ମଧ୍ୟରୁ କେତେକଙ୍କୁ ସେମାନେ ହତ୍ୟା କରିବେ; ଅନ୍ୟମାନଙ୍କୁ ତାଡ଼ନା କରିବେ।’
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ପରମେଶ୍ୱରଙ୍କ ଜ୍ଞାନ କହେ, ‘ମୁଁ ଭବିଷ୍ୟ‌ଦ୍‌ବକ୍ତା ଓ ପ୍ରେରିତମାନଙ୍କୁ ସେମାନଙ୍କ ପାଖକୁ ପଠାଇବି। କେତେକଙ୍କୁ ସେମାନେ ମାରି ଓ ଆଉ କେତେକଙ୍କୁ ବହୁତ ଖରାପ ବ୍ୟବହାର ଦେଖାଇବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଈଶ୍ବର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
Odia IRV 2017 (ଓଡିଆ ବାଇବେଲ)
ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾರನಾಕ್ ಸಾಟ್ನಿ ದೆವಾಚಿ ಬುದ್ವಂತ್ಕಿ ಮನ್ತಾ ಮಿಯಾ ತೆಂಚೆಕ್ಡೆ ಪ್ರವಾದ್ಯಾಕ್ನಿ, ಅನಿ ಬರಿ ಖಬರ್ ಸಾಂಗ್ತಲ್ಯಾಕ್ನಿ ಧಾಡುನ್ ದಿತಾ; ತ್ಯಾತುರ್‍ಲ್ಯಾ ಥೊಡ್ಯಾಕ್ನಿ ಜಿವಾನಿಚ್ ಮಾರ್‍ತ್ಯಾತ್, ಅನಿ ಉಲ್ಲ್ಯಾಕ್ನಿ ತರಾಸ್ ದಿತ್ಯಾತ್.