Luke 11:50 — Compare Translations
7 translations compared side by side
Odia - 1840
"ଏଣୁ ସୃଷ୍ଟି ଆରମ୍ଭରୁ ଯେତବେେଳେ ଭବିଷ୍ଯଦ୍ବକ୍ତାଙ୍କ ରକ୍ତପାତ ହାଇେଛି, ସେଥିପାଇଁ ଏହି ସମୟର ବଞ୍ଚିଥିବା ଲୋକମାନଙ୍କୁ ଦଣ୍ଡ ଭୋଗିବାକୁ ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ଯଜ୍ଞବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟ-ସ୍ଥଳରେ ହତ ହେଲେ, ତାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ପତ୍ତନାବଧି ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଯୁଗର ଲୋକାମନେ ପୃଥିବୀର ସୃଷ୍ଟି ଆରମ୍ଭରୁ ସମସ୍ତ ଭାବବାଦୀମାନଙ୍କର ହତ୍ୟା ଲାଗି ଦଣ୍ଡ ପାଇବେ,
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ସୃଷ୍ଟି ଆରମ୍ଭରୁ ଯେତେବେଳେ ଭବିଷ୍ୟଦ୍ବକ୍ତାଙ୍କ ରକ୍ତପାତ ହୋଇଛି, ସେଥିପାଇଁ ଏହି ସମୟର ବଞ୍ଚିଥିବା ଲୋକମାନଙ୍କୁ ଦଣ୍ଡ ଭୋଗିବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಜಗ್ ರಚಲ್ಲ್ಯಾಕ್ನಾ ಆಜ್ ಪತರ್ ಪ್ರವಾದ್ಯಾಕ್ನಿ ಜಿವಾನಿ ಮಾರಲ್ಲ್ಯಾಚಿ ಶಿಕ್ಷಾ ಹ್ಯಾ ಕಾಲಾಚ್ಯಾ ಲೊಕಾಕ್ನಿ ಗಾವ್ತಾ.