Luke 11:51 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ହବେଲ ଙ୍କ ରକ୍ତପାତଠାରୁ ଆରମ୍ଭ କରି ବଦେୀ ଓ ମନ୍ଦିର ର ମଧ୍ଯସ୍ଥଳ ରେ ନିହତ ହାଇେଥିବା ଜିଖରିୟଙ୍କ ରକ୍ତପାତ ପର୍ୟ୍ଯନ୍ତ ସମସ୍ତ ଭବିଷ୍ଯଦ୍ବକ୍ତାଙ୍କ ରକ୍ତପାତ ପାଇଁ ଏହି ସମୟରେ ବଞ୍ଚିଥିବା ଲୋକମାନଙ୍କୁ ଏହି ଦଣ୍ଡ ଭୋଗିବାକୁ ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସବୁର ପରିଶୋଧ ଏହି ବର୍ତ୍ତମାନ ପୁରୁଷଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷଠାରୁ ନିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେବଲର ହତ୍ୟାଠାରୁ ଆରମ୍ଭ କରି ଯିଖରିୟଙ୍କ ପର୍ଯ୍ୟନ୍ତ ଯାହାଙ୍କୁ ବେଦୀ ଓ ପବିତ୍ର ସ୍ଥାନ ମଧ୍ୟରେ ହତ୍ୟା କରାଯାଇଥିଲା। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, ଏହି ଯୁଗର ଲୋକମାନେ ସେ ସମସ୍ତଙ୍କ ନିମନ୍ତେ ଦଣ୍ଡ ଭୋଗ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ହେବଲ ଙ୍କ ରକ୍ତପାତଠାରୁ ଆରମ୍ଭ କରି ବେଦି ଓ ମନ୍ଦିର ର ମଧ୍ୟସ୍ଥଳରେ ନିହତ ହୋଇଥିବା ଜିଖରିୟଙ୍କ ରକ୍ତପାତ ପର୍ଯ୍ୟନ୍ତ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ରକ୍ତପାତ ପାଇଁ ଏହି ସମୟରେ ବଞ୍ଚିଥିବା ଲୋକମାନଙ୍କୁ ଏହି ଦଣ୍ଡ ଭୋଗିବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।
Odia IRV 2017 (ଓଡିଆ ବାଇବେଲ)
ସେ ସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಬೆಲಾಕ್ ಜಿವಾನಿ ಮಾರಲ್ಲ್ಯಾಕ್ನಾ ಧರುನ್ ಅಲ್ತಾರ್, ಅನಿ ಪವಿತ್ರ್ ಜಾಗ್ಯಾಚ್ಯಾ ಮದ್ದಿ ಜಿವಾನಿ ಮಾರಲ್ಲ್ಯಾ ಜೆಕರಿಯಾ ಪತರ್,ಹೊಯ್, ಮಿಯಾ ತುಮ್ಕಾ ಸಾಂಗ್ತಾ ಹ್ಯಾ ಸಗ್ಳ್ಯಾಂಚ್ಯಾಸಾಟ್ನಿ ಅತ್ತಾಚ್ಯಾ ಕಾಲಾಚ್ಯಾ ಲೊಕಾಕ್ನಿ ಶಿಕ್ಷಾ ಗಾವ್ತಾ!