Luke 11:52 — Compare Translations
7 translations compared side by side
Odia - 1840
" ହେ ଧର୍ମଶାସ୍ତ୍ରୀଗଣ! ତୁମ୍ଭମାନଙ୍କୁ ଧିକ୍, କାରଣ ତୁମ୍ଭମାନେେ ଈଶ୍ବର ଜ୍ଞାନର ଚାବିକାଠି ଲୁଚଇେ ଦଲେ। ନିଜ ଐଶ୍ବରିକ ଜ୍ଞାନ ଶିଖିଲ ନାହିଁ କି, ଯେଉଁମାନେ ଶିଖିବାକୁ ଚାହୁଁଥିଲେ, ସମାନଙ୍କେୁ ମଧ୍ଯ ଶିଖିବାକୁ ଦଲନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ଦଣ୍ତର ପାତ୍ର ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର କଞ୍ଚି ହରଣ କଲ; ତୁମ୍ଭେମାନେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ବାଧା ଦେଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ ଧର୍ମଗୁରୁମାନେ, ତୁମ ଦଶା କେଡ଼େ ଭୟଙ୍କର ହେବ। ତୁମେ ଜ୍ଞାନରୂପ ଗୃହର ଦ୍ୱାର ଖୋଲିବାକୁ ଚାବି ରଖିଛ; ତୁମେ ନିଜେ ଭିତରକୁ ଯାଉ ନାହଁ ଏବଂ ଯେଉଁମାନେ ଭିତରକୁ ଯିବାକୁ ଚେଷ୍ଟା କରନ୍ତି, ତୁମେ ସେମାନଙ୍କୁ ବାଧା ଦେଉଛ।”
Odia Bible ERV 2004 (ପବିତ୍ର ବାଇବଲ)
“ହେ ଧର୍ମଶାସ୍ତ୍ରୀଗଣ! ତୁମ୍ଭମାନଙ୍କୁ ଧିକ୍, କାରଣ ତୁମ୍ଭେମାନେ ଈଶ୍ୱର ଜ୍ଞାନର ଗ୍ଭବିକାଠି ଲୁଚେଇ ଦେଲ। ନିଜ ଐଶ୍ୱରିକ ଜ୍ଞାନ ଶିଖିଲ ନାହିଁ କି, ଯେଉଁମାନେ ଶିଖିବାକୁ ଗ୍ଭହୁଁ ଥିଲେ, ସେମାନଙ୍କୁ ମଧ୍ୟ ଶିଖିବାକୁ ଦେଲ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।”
Odia IRV 2017 (ଓଡିଆ ବାଇବେଲ)
ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಖಾಯ್ದೆ ಶಿಕ್ವುತಲ್ಯಾನು ತುಮ್ಚಿ ಗತ್ ಕಾಯ್ ಸಾಂಗು! ಬುದ್ವಂತ್ಕಿಚ್ಯಾ ಘರಾಚ್ಯಾ ದಾರಾಚಿ ಚಾವಿ ತುಮಿ ತುಮ್ಚೆಕ್ಡೆ ಥವ್ನ್ ಘೆಟ್ಲ್ಯಾಶಿ, ತುಮಿಬಿ ಭುತ್ತುರ್ ಜಾಯ್ನ್ಯಾಶಿ, ಅನಿ ಭುತ್ತುರ್ ಜಾವ್ಕ್ ಖಟ್ಪಟ್ತಲ್ಯಾಕ್ನಿಬಿ ತುಮಿ ಜಾವ್ಕ್ ಸೊಡಿನ್ಯಾಶಿ!” ಮಟ್ಲ್ಯಾನ್.