Luke 11:6 — Compare Translations
6 translations compared side by side
Odia - 1840
"ତାହାଙ୍କୁ ଖାଇବାକୁ ଦବୋପାଇଁ ମାେ ପାଖ ରେ କିଛି ହେଲେ ନାହିଁ। ଦୟାକରି ମାେତେ ତିନିଖଣ୍ଡ ରୋଟୀ ଦିଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଜଣେ ବନ୍ଧୁ ଯାତ୍ରା କରୁ କରୁ ମୋ’ ଘରେ ଆସି ପହଞ୍ôଚଛନ୍ତି, ତାଙ୍କୁ ଖାଇବାକୁ ଦେବା ପାଇଁ ମୋ’ ପାଖରେ କିଛି ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,’
Odia IRV 2017 (ଓଡିଆ ବାଇବେଲ)
କାରଣ ମୋହର ଜଣେ ପଥିକ ବନ୍ଧୁ ମୋ' ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋ' ପାଖରେ କିଛି ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಾಂವಾಕ್ ಜಾತಲೊ ಮಾಜೊ ದೊಸ್ತ್ ಅಚಾನಕ್ ಮಾಜ್ಯಾ ಘರಾಕ್ ಯೆವ್ನ್ ಪಾವ್ಲಾ, ತೆಕಾ ಜಿವನಾಕ್, ಬಿ ಮಾಜೆಕ್ಡೆ ಕಾಯ್ಬಿ ನಾ?” ಮನುನ್ ಮನ್ತಾನಾ,