Luke 11:7 — Compare Translations
7 translations compared side by side
Odia - 1840
"ତୁମ୍ଭ ସାଙ୍ଗ ଘର ଭିତରୁ ଉତ୍ତର ଦେଲେ, 'ତୁମ୍ଭେ ଚାଲିଯାଅ। ମାେତେ ହଇରାଣ କରନାହିଁ। ଦୁଆର ବନ୍ଦ ହାଇଗେଲାଣି। ମୁଁ ଓ ମାେ ପିଲାମାନେ ଶାଇେବାକୁ ଗଲୁଣି, ତୁମ୍ଭକୁ ରୋଟୀ ଦବୋକୁ ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଭିତରୁ ଏପରି ଉତ୍ତର ଦେବ, ମୋତେ କଷ୍ଟ ଦିଅ ନାହିଁ; ଦ୍ଵାର ବନ୍ଦ ହେଲାଣି, ଆଉ ମୋର ପିଲାମାନେ ମୋʼ ସାଙ୍ଗରେ ଶୋଇଅଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନେକର, ଘର ଭିତରୁ ତୁମର ବନ୍ଧୁ ଉତ୍ତର ଦେବେ, ‘ମୋତେ ହଇରାଣ କର ନାହିଁ। କବାଟ ବନ୍ଦ ହୋଇ ଯାଇଛି, ମୁଁ ଓ ମୋର ପିଲାମାନେ ବିଶ୍ରାମ କରୁଛୁ। ମୁଁ ଏବେ ଉଠି ତୁମକୁ କିଛି ଦେଇପାରିବି ନାହିଁ’।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ସାଙ୍ଗ ଘର ଭିତରୁ ଉତ୍ତର ଦେବ, ‘ତୁମ୍ଭେ ଗ୍ଭଲିଯାଅ। ମୋତେ ହଇରାଣ କର ନାହିଁ। ଦୁଆର ବନ୍ଦ ହୋଇ ଗଲାଣି। ମୁଁ ଓ ମୋ’ ପିଲାମାନେ ଶୋଇବାକୁ ଗଲୁଣି, ତୁମ୍ଭକୁ ରୋଟୀ ଦେବାକୁ ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଭିତରୁ ଏପରି ଉତ୍ତର ଦେବ, ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋର ପିଲାମାନେ ମୋ’ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚೊ ದೊಸ್ತ್ ತುಮ್ಕಾ, ಭುತ್ತುರ್ನಾಚ್, ಮಾಕಾ ತರಾಸ್ ದಿವ್ನಕೊ, “ದಾರಾಕ್ ಅಗ್ಳಿ ಘಾಲುನ್ ಹೊಲಾ, ಮಾಜಿ ಪೊರಾ ಮಾಜ್ಯಾ ಹೊಟ್ಟ್ಯಾತ್ ನಿಜ್ಲ್ಯಾತ್, ಮಿಯಾ ಉಟುನ್ ತುಕಾ ಕಾಯ್ಬಿ ದಿವ್ಕ್ ಹೊಯ್ನಾ” ಮನ್ತಾ,