Luke 11:8 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ କହୁଛି। ସେ ଲୋକଟି ଶୟେ ଛାଡି ଉଠିବା, ଓ ତୁମ୍ଭକୁ ରେୋଟୀ ଦବୋ ପାଇଁ ହୁଏତ ତୁମ୍ଭର ବନ୍ଧୁତ୍ବ ୟଥେଷ୍ଟ ହାଇେ ପାରି ନଥାଏ। କିନ୍ତୁ ତୁମ୍ଭେ ଯଦି ନିରନ୍ତର ମାଗି ଚାଲିଥାଅ, ତବେେ ସେ ନିଶ୍ଚୟ ଉଠିବ, ଓ ତୁମ୍ଭର ଯାହା ଦରକାର, ତାହା ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁ ଥର ମାଗିବାରୁ ସେ ଉଠି, ତାହାର ଯେତେ ପ୍ରୟୋଜନ, ତାହାକୁ ସେତେ ଦେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ କ’ଣ ହେବ? ମୁଁ କହୁଛି ସେ ବନ୍ଧୁତା ଖାତିରିରେ ଉଠି ତୁମକୁ ରୋଟି ନ ଦେଲେ ସୁଦ୍ଧା, ତୁମେ ଲଜ୍ଜିତ ନ ହୋଇ ବାରମ୍ବାର ମାଗୁଥିବା ଦେଖି ସେ ଉଠିବ ଏବଂ ତୁମର ପ୍ରୟୋଜନୀୟ ସମସ୍ତ ବିଷୟ ଦେବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ କହୁଛି। ସେ ଲୋକଟି ଶେଯ ଛାଡ଼ି ଉଠିବ, ଓ ତୁମ୍ଭକୁ ରୋଟୀ ଦେବା ପାଇଁ ହୁଏତ ତୁମ୍ଭର ବନ୍ଧୁତ୍ୱ ଯଥେଷ୍ଟ ହୋଇ ପାରି ନ ଥାଏ। କିନ୍ତୁ ତୁମ୍ଭେ ଯଦି ନିରନ୍ତର ମାଗି ଗ୍ଭଲିଥାଅ, ତେବେ ସେ ନିଶ୍ଚୟ ଉଠିବ, ଓ ତୁମ୍ଭର ଯାହା ଦରକାର, ତାହା ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬರೆ ತರ್, ಮಾನಾ ಕಾಯ್ ಹೊತಾ? ಖರೆ, ಮಿಯಾ ತುಮ್ಕಾ ಸಾಂಗ್ತಾ ತೆಕಾ ಉಟುಕ್ ಹೊಯ್ನಸ್ಲ್ಯಾರ್‍ಬಿ ಉಟುನ್ ತೊ ತುಮ್ಕಾ ಕಾಯ್ ಪಾಜೆ ತೆ ದಿತಾ. ಕಶ್ಯಾಕ್ ಮಟ್ಲ್ಯಾರ್, ಲಜಿನಸ್ತಾನಾ ತುಮಿ ಇಚಾರ್ಲ್ಯಾಶಿ, ಮನುನ್ ತೊ ದಿತಾ.