Luke 12:1 — Compare Translations

7 translations compared side by side

Odia - 1840
"ହଜାର ହଜାର ଲୋକ ଆସି ଜମା ହାଇଗେଲେ। ଲୋକେ ଜଣେ ଜଣକୁ ମାଡି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ଯମାନଙ୍କୁ କହିଲେ, ଫାରୂଶୀମାନଙ୍କ ଖମୀରଠାରୁ ଦୂର ରେ ରୁହ। ମାେ କହିବାର ଅଭିପ୍ରାୟ ହେଉଛି ଯେ, ସମାନେେ କପଟୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ିପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ଵରୂପ କପଟତା ବିଷୟରେ ସାବଧାନ ହୋଇଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଜାର ହଜାର ଲୋକଙ୍କ ସମାଗମ ଭିତରେ, ସେମାନେ ପରସ୍ପର ଉପରେ ମାଡ଼ି ପଡ଼ୁଥିବା ବେଳେ, ଯୀଶୁ ତାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫାରୁଶୀମାନଙ୍କ ଖମୀର ଅର୍ଥାତ୍ ସେମାନଙ୍କ କପଟତା ବିଷୟରେ ସାବଧାନ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀମାନଙ୍କ ଭଳି ହୁଅ ନାହିଁ ହଜାର ହଜାର ଲୋକ ଆସି ଜମା ହୋଇ ଗଲେ। ଲୋକେ ଜଣେ ଜଣକୁ ମାଡ଼ି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ୟମାନଙ୍କୁ କହିଲେ, “ଫାରୂଶୀମାନଙ୍କ ଖମୀରଠାରୁ ଦୂରରେ ରୁହ। ମୋ’ କହିବାର ଅଭିପ୍ରାୟ ହେଉଛି ଯେ, ସେମାନେ କପଟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾಚ್ ಎಳಾರ್ ಹಜಾರಾನ್ ಲೊಕಾಂಚೊ ತಾಂಡೊ ಥೈ ಗೊಳಾ ಹೊಲ್ಲೊ. ತೆಚೆಸಾಟ್ನಿ ತಿ ಲೊಕಾ ಎಕಾಮೆಕಾಕ್ನಿ ತುಡ್ವುನ್ ಘೆವ್‍ಲಾಗಲ್ಲಿ. ಜೆಜು ಅದ್ದಿ ಅಪ್ನಾಚ್ಯಾ ಶಿಸಾಕ್ನಿ “ಫಾರಿಜೆವಾಂಚ್ಯಾ ಇಸ್ಟಾಚ್ಯಾ ವಿಶಯಾತ್ ಉಶಾರ್ಕಿನ್ ರ್‍ಹಾವಾ- ತಸೆ ಮಟ್ಲ್ಯಾರ್ ತೆಂಚ್ಯಾ ಕುಸ್ಡ್ಯಾಪಾನಾಚ್ಯಾ ವಿಶಯಾತ್ ಮಟ್ಲೊ ಮಿಯಾ,