Luke 12:11 — Compare Translations

7 translations compared side by side

Odia - 1840
"ଯେତବେେଳେ ଲୋକମାନେ ତୁମ୍ଭମାନଙ୍କୁ ଯିହୂଦୀ ପ୍ରାର୍ଥନାଗୃହ, ଶାସକ ଏବଂ ଅନ୍ଯାନ୍ଯ ଅଧିକାରୀମାନଙ୍କ ଆଗକୁ ଆଣିବେ, ସେତବେେଳେ ତୁମ୍ଭମାନେେ କିପରି ଉତ୍ତର ଦବେ, ଓ କ'ଣ କହିବ, ସେ ବିଷୟ ରେ ଆଦୌ ଚିନ୍ତା କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ଘେନିଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବା କି କଥା ଉତ୍ତର ଦେବ କିମ୍ଵା କଅଣ କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେତେବେଳେ ବିଚାର କରିବା ପାଇଁ ସେମାନେ ତୁମକୁ ସମାଜ ଗୃହ କିମ୍ବା କର୍ତ୍ତୃପକ୍ଷ ଅବା ଶାସନକର୍ତ୍ତାମାନଙ୍କ ସମ୍ମୁଖକୁ ଆଣନ୍ତି, ତୁମ୍ଭେମାନେ କିପରି ନିଜ ପକ୍ଷ ସମର୍ଥନ କରିବ ଅବା ତୁମେ କ’ଣ କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ଲୋକମାନେ ତୁମ୍ଭମାନଙ୍କୁ ଯିହୂଦୀ ପ୍ରାର୍ଥନାଗୃହ, ଶାସକ ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କ ଆଗକୁ ଆଣିବେ, ସେତେବେଳେ ତୁମ୍ଭେମାନେ କିପରି ଉତ୍ତର ଦେବ, ଓ କ’ଣ କହିବ, ସେ ବିଷୟରେ ଆଦୌ ଚିନ୍ତା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କ'ଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತುಮ್ಚಿ ಇಚಾರ್‍ನಿ ಕರುಕ್ ಮನುನ್, ಸಿನಾಗೊಗಾತ್ನಿ, ಅನಿ ಅದಿಕಾರ್‍ಯಾಂಚ್ಯಾ ಇದ್ರಾಕ್ ಹಾನ್ತಾನಾ, ತುಮಿ,ತುಮ್ಕಾಚ್ ಕಶೆ ಕರುನ್ ರಾಕುನ್ ಘೆತಲೆ, ಅನಿ ಕಾಯ್ ಬೊಲ್ತಲೆ ಮನುನ್ಬಿ ಯವ್ಜುನಕಾಶಿ.