Luke 12:13 — Compare Translations

7 translations compared side by side

Odia - 1840
"ଜନସମୂହ ମଧ୍ଯରୁ କହେି ଜଣେ ଯୀଶୁଙ୍କୁ କହିଲା, ଗୁରୁ! ଆମ୍ଭର ବାପା ଏବେ ମରିଗଲେ। ଆମ୍ଭ ବାପାଙ୍କ ସମ୍ପତ୍ତିକୁ ଆମ୍ଭ ଭିତ ରେ ଭାଗ କରିବା ପାଇଁ ମାେ ଭାଇକୁ କୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକ ଗହଳି ମଧ୍ୟରେ ଜଣେ ଲୋକ ଯୀଶୁଙ୍କୁ କହିଲା, ଗୁରୁ, ଆମ ବାପା ଆମ ପାଇଁ ଯେଉଁ ସମ୍ପତ୍ତି ଛାଡ଼ି ଯାଇଛନ୍ତି, ମୋ’ ସହିତ ତାହା ଭାଗ କରିବା ପାଇଁ ମୋର ଭାଇକୁ କହନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱାର୍ଥପରତା ବିରୁଦ୍ଧରେ ଚେତାବନୀ ଜନସମୂହ ମଧ୍ୟରୁ କେହି ଜଣେ ଯୀଶୁଙ୍କୁ କହିଲା, “ଗୁରୁ! ଆମ୍ଭର ବାପା ଏବେ ମରିଗଲେ। ଆମ୍ଭ ବାପାଙ୍କ ସମ୍ପତ୍ତିକୁ ଆମ୍ଭ ଭିତରେ ଭାଗ କରିବା ପାଇଁ ମୋ’ ଭାଇକୁ କୁହନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋ'ର ଭାଇକୁ ମୋ' ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಲೊಕಾನಿತ್ಲ್ಯಾ ಎಕ್ ಮಾನ್ಸಾನ್ ಜೆಜುಕ್ “ಗುರುಜಿ; ಮಾಜ್ಯಾ ಭಾವಾಕ್ ಅಮ್ಚ್ಯಾ ಬಾಬಾನ್ ಅಮ್ಚ್ಯಾಸಾಟ್ನಿ ಸೊಡುನ್ ಗೆಲ್ಲಿ ಆಸ್ತಿ ಅಮ್ಕಾ ವಾಟುನ್ ದಿ ಮನುನ್ ಸಾಂಗ್” ಮಟ್ಲ್ಯಾನ್.