Luke 12:14 — Compare Translations

7 translations compared side by side

Odia - 1840
"ଏହା ଶୁଣି ଯୀଶୁ କହିଲେ, ମାେତେ ତୁମ୍ଭମାନଙ୍କର ବିଚାର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତ ରେ ବାଣ୍ଟି ଦବୋକୁ କିଏ କହିଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ତାହାକୁ କହିଲେ, ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ବିଭାଗକର୍ତ୍ତା କରି ନିଯୁକ୍ତ କଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ ଉତ୍ତର ଦେଇ କହିଲେ, “ବନ୍ଧୁ! ତୁମ ଦୁହିଁଙ୍କ ମଧ୍ୟରେ ବିଚାର କରିବାକୁ ଅବା ସମ୍ପତ୍ତି ବଣ୍ଟନ କରିବାକୁ ମୋତେ କିଏ ନିଯୁକ୍ତ କଲା?”
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ତାହାଙ୍କୁ କହିଲେ, ହେ ଭାଇ. କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಮಾಜ್ಯಾ ದೊಸ್ತಾ, ತುಮ್ಕಾ ನ್ಯಾಯ್ ಕರುನ್ ದಿವ್ಕ್ ಮಿಯಾ ಕೊನ್? ತುಮ್ಚಿ ಅಸ್ತಿ ವಾಟುನ್ ದಿತಲೊ ಅದಿಕಾರ್ ಮಾಕಾ ಕೊನ್ ದಿಲಾ” ಮನುನ್ ಜಬಾಬ್ ದಿಲ್ಯಾನ್,