Luke 12:15 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂର ରେ ରଖ। ନିଜର ଅଧିକାର ରେ ଥିବା ବିପୁଳ ସଂପତ୍ତରୁ କହେି କବେେ ଜୀବନ ପାଇ ପା ରନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ସମ୍ପତ୍ତିର ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେ ସେମାନଙ୍କୁ କହିଲେ, “ସବୁ ପ୍ରକାର ଲୋଭରୁ ନିଜକୁ ଦୂରେଇ ରଖ, କାରଣ ଜଣେ ଲୋକର ଜୀବନ ତା’ ସମ୍ପତ୍ତିର ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରି ନ ଥାଏ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಥೈ ಹೊತ್ತ್ಯಾ ಸಗ್ಳ್ಯಾಕ್ನಿ ತೊ “ಸಗ್ಳ್ಯಾ ರಿತಿಚ್ಯಾ ಹವ್ರೆಪಾನಾನಿತ್ನಾ ತುಮ್ಕಾಚ್ ತುಮಿ ರಾಕುನ್ ಘೆವಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಎಕ್ ಮಾನ್ಸಾನ್ ಜಿವ್ ಕಮ್ವುನ್ ಘೆತಲೆ, ತೆನಿ ಕಾಯ್ ಕಮ್ವುಲ್ಯಾನಾಯ್, ಅನಿ ತೆಚಿ ಕವ್ಡಿ ಸಾವ್ಕಾರ್ಕಿ ಹಾಯ್, ತೆಚೆ ವರ್‍ತಿ ಹೊಂದುನ್ ನಾ”, ಮನುನ್ ಸಾಂಗುಕ್‍ಲಾಲೊ.