Luke 12:16 — Compare Translations

7 translations compared side by side

Odia - 1840
"ତା'ପରେ ସେ ସମାନଙ୍କେୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: ଜଣେ ଧନୀ ଲୋକର କେତକେ ଜମି ଥିଲା। ସହେି ଜମି ରେ ବହୁତ ଖାଦ୍ୟଶସ୍ଯ ଫଳିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କଥା କହିଲେ, “ଜଣେ ଧନୀ ଲୋକର ଜମିରୁ ଏତେ ଶସ୍ୟ ଉତ୍ପନ୍ନ ହୋଇଥିଲା ଯେ
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: “ଜଣେ ଧନୀ ଲୋକର କେତେକ ଜମି ଥିଲା। ସେହି ଜମିରେ ବହୁତ ଖାଦ୍ୟଶସ୍ୟ ଫଳିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ ಹಿ ಕಾನಿ ಸಾಂಗಟ್ಲ್ಯಾನ್ “ಬರೆ ಪಿಕ್ ಯೆಲ್ಲೆ, ಬರೆ ಶೆತ್ ಹೊತ್ತೊ ಎಕ್ ಸಾವ್ಕಾರ್ ಮಾನುಸ್ ಹೊತ್ತೊ”.