Luke 12:17 — Compare Translations
7 translations compared side by side
Odia - 1840
"ଲୋକଟି ମନେ ମନେ ଭାବିଲା, 'ମୁଁ କ'ଣ କରିବି? ମାେ ପାଖ ରେ ମାରେ ସବୁ ଶସ୍ଯତକ ରଖିବା ପାଇଁ ଜାଗା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ମନେ ମନେ ବିବେଚନା କରି କହିଲା, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଭାବିବାକୁ ଲାଗିଲା, ‘ମୋର ଶସ୍ୟ ସବୁ ରଖିବା ପାଇଁ ଆଉ କୌଣସି ସ୍ଥାନ ନାହିଁ। ମୁଁ କ’ଣ କରିବି?’
Odia Bible ERV 2004 (ପବିତ୍ର ବାଇବଲ)
ଲୋକଟି ମନେ ମନେ ଭାବିଲା, ‘ମୁଁ କ’ଣ କରିବି? ମୋ’ ପାଖରେ ମୋର ସବୁ ଶସ୍ୟତକ ରଖିବା ପାଇଁ ଜାଗା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କ'ଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ “ಮಿಯಾ ಮಾಜೆ ಪಿಕ್ ಖೈ ಭರುನ್ ಥವ್ಚೆ? ಮಿಯಾ ಕಾಯ್ ಕರುಚೆ?” ಮನುನ್ ಯವ್ಜುಕ್ ಲಾಗ್ಲೊ.