Luke 12:18 — Compare Translations

7 translations compared side by side

Odia - 1840
"ତା'ପରେ ସେ କହିଲା, ଠିକ୍ ଅଛି। କ'ଣ କରିବାକୁ ହବେ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡିକ ଭାଙ୍ଗି ଦଇେ ବଡବଡ ଅମାର ତିଆରି କରିବା ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କ ରେ ରଖି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ କହିଲା, ଏହା କରିବି; ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ନିଜକୁ କହିଲା, ‘ମୁଁ ଏମିତି କରିବି। ମୋର ଅମାର ସବୁକୁ ଭାଙ୍ଗିଦେଇ ଶସ୍ୟ ଓ ଅନ୍ୟାନ୍ୟ ଜିନିସ ସବୁ ରଖିବା ପାଇଁ ଆହୁରି ବଡ଼ ବଡ଼ ଅମାର ତିଆରି କରିବି।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ସେ କହିଲା, ଠିକ୍ ଅଛି। କ’ଣ କରିବାକୁ ହେବ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡ଼ିକ ଭାଙ୍ଗି ଦେଇ ବଡ଼ବଡ଼ ଅମାର ତିଆରି କରିବି ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କରେ ରଖି ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କହିଲା, ଏହା କରିବି; ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೊ, “ಮಿಯಾ ಅಶೆ ಕರ್‍ತಾ;” ಅತ್ತಾ ಹೊತ್ತಿ ಮಾಜಿ ಗುಡಾನಾ ಮಿಯಾ ಮೊಡುನ್ ಮೊಟಿ ಕರುನ್ ಭಾಂದ್ತಾ, ತನ್ನಾ ಮಿಯಾ ಮಾಜೆ ಸಗ್ಳೆ ಪಿಕ್, ಅನಿ ಕಾಯ್ ಹಾಯ್, ತೆ, ತ್ಯಾತುರ್‍ನಿ ಭರುನ್ ಥವ್ತಾ.