Luke 12:19 — Compare Translations

7 translations compared side by side

Odia - 1840
"ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନକେ ଉତ୍ତମ ପଦାର୍ଥ ଅନକେ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ମୋର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଦ୍ରବ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ମୁଁ ନିଜକୁ କହିବି, ହେ ଭାଗ୍ୟବାନ ମନୁଷ୍ୟ! ଅନେକ ବର୍ଷ ପାଇଁ ତୋର ସମସ୍ତ ଉତ୍ତମ ଦ୍ରବ୍ୟ ଗଚ୍ଛିତ ଅଛି। ଜୀବନକୁ ସହଜ ମଣି, ଖାଇ ପିଇ ତୁ ଉପଭୋଗ କର!’
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ନିଜକୁ କହି ପାରିବି, ମୁଁ ଅନେକ ଉତ୍ତମ ପଦାର୍ଥ ଅନେକ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಾಕಾಚ್ ಮಿಯಾ “ಬರ್‍ಯಾ ನಸಿಬಾಚ್ಯಾ ಮಾನ್ಸಾ! ಸುಮಾರ್, ವರ್ಸಾನ್ ವರಿಸ್ ಪಾವಿ ಸರ್‍ಕೆ ಬರೆ ಬರೆ ತುಜೆಕ್ಡೆ ಅತ್ತಾ ಹಾಯ್, ಖಾ, ಫಿ,ಅನಿ ಗಮ್ಮತ್ ಮಾರ್”, ಮನುನ್ ಘೆತಾ ಮನುಲಾಲೊ.