Luke 12:2 — Compare Translations

7 translations compared side by side

Odia - 1840
"ଲୁଚି ରହିଥିବା ପ୍ରେତ୍ୟକକ ଜିନିଷକୁ ପ୍ରକାଶ କରି ଦିଆୟିବ। ଗୋପନ ରେ ରହିଥିବା ପ୍ରେତ୍ୟକକ ବିଷୟକୁ ପ୍ରକାଶ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାହା ଆବୃତ ହୋଇଛି, ତାହା ଅନାବୃତ ହେବ ଓ ପ୍ରତ୍ୟେକ ଗୁପ୍ତ ବିଷୟ ପ୍ରକାଶିତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଲୁଚି ରହିଥିବା ପ୍ରତ୍ୟେକ ଜିନିଷକୁ ପ୍ରକାଶ କରି ଦିଆ ଯିବ। ଗୋପନରେ ରହିଥିବା ପ୍ରତ୍ୟେକ ବିଷୟକୁ ପ୍ରକାଶ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ, ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕಾಯ್ ಧಾಪುನ್ ಥವಲ್ಲೆ ಹಾಯ್, ತೆ ಉಗ್ಡುನ್ ಹೊತಾ. ಅನಿ ಸಗ್ಳೆ ಘುಟ್ ಮಾಳಾಕ್ ಯೆತಾ.