Luke 12:21 — Compare Translations
7 translations compared side by side
Odia - 1840
"ଯେଉଁଲୋକ କବଳେ ନିଜ ପାଇଁ ଅନକେ ପଦାର୍ଥ ସାଇତି କରି ରେଖ, ତା ହେ ପ୍ରତି ଏହିଭଳି ଘଟିବ। ପରମେଶ୍ବରଙ୍କ ଦୃଷ୍ଟି ରେ ସହେିଲୋକ ଆଦୌ ଧନୀ ନୁହେଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ଵରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଶେଷରେ ଯୀଶୁ କହିଲେ, “ଯେଉଁମାନେ ନିଜ ପାଇଁ ଧନ ସଞ୍ଚୟ କରନ୍ତି, କିନ୍ତୁ ଐଶ୍ୱରିକ ବିଷୟରେ ଧନୀ ନୁହଁନ୍ତି, ସେମାନଙ୍କ ଦଶା ଏହିପରି ହେବ।”
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଲୋକ କେବଳ ନିଜ ପାଇଁ ଅନେକ ପଦାର୍ଥ ସାଇତି କରି ରଖେ, ତାହା ପ୍ରତି ଏହିଭଳି ଘଟିବ। ପରମେଶ୍ୱରଙ୍କ ଦୃଷ୍ଟିରେ ସେହିଲୋକ ଆଦୌ ଧନୀ ନୁହେଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ୱରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಜೆಜುನ್ “ಸಾವ್ಕಾರ್ಕಿ ಗೊಳಾ ಕರುಕ್ ಘೆವ್ನ್ ಹೊತ್ತಿ ಲೊಕಾ, ದೆವಾಚ್ಯಾ ಇದ್ರಾಕ್ ಸಾವ್ಕಾರ್ ನ್ಹಯ್”, ಮನುನ್ ಕಾನಿ ಸಾರ್ಲ್ಯಾನ್.