Luke 12:22 — Compare Translations

7 translations compared side by side

Odia - 1840
"ଯୀଶୁ ପୁଣି ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ'ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କରନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ବଞ୍ଚିବା ପାଇଁ ଆବଶ୍ୟକୀୟ ଖାଦ୍ୟ ଓ ପିନ୍ଧିବା ପାଇଁ ଆବଶ୍ୟକୀୟ ବସ୍ତ୍ର ବିଷୟରେ ଚିନ୍ତିତ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ରାଜ୍ୟକୁ ପ୍ରଥମସ୍ଥାନ ଦେବା ଯୀଶୁ ପୁଣି ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ’ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କର ନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಶಿಸಾಕ್ನಿ ಹೆಚ್ಯಾ ಸಾಟ್ನಿ ಮಿಯಾ ತುಮ್ಕಾ ಸಾಂಗ್ತಲೆ ಕಾಯ್ ಮಟ್ಲ್ಯಾರ್, ಝಿತ್ತೆ ರ್‍ಹಾವ್‍ಸಾಟ್ನಿ ತುಮ್ಚ್ಯಾ ಜಿವಾಕ್ ಕಾಯ್ ಖಾತಲೆ, ನಾಹೊಲ್ಯಾರ್ ಆಂಗಾರ್ ಕಾಯ್ ನೆಸ್ತಲೆ ಮನುನ್ ಯವ್ಜನ್ ಕರುನಕಾಸಿ.