Luke 12:23 — Compare Translations
7 translations compared side by side
Odia - 1840
"କାରଣ ଜୀବନ ଖାଇବା ଠାରୁ ଓ ଶରୀର ପିନ୍ଧିବା ଠାରୁ ଅଧିକ ମହତ୍ବପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜୀବନ ଖାଦ୍ୟ ଅପେକ୍ଷା ଓ ଶରୀର ବସ୍ତ୍ର ଅପେକ୍ଷା ଅଧିକ ମୂଲ୍ୟବାନ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଜୀବନ ଖାଇବାଠାରୁ ଓ ଶରୀର ପିନ୍ଧିବାଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ।
Odia IRV 2017 (ଓଡିଆ ବାଇବେଲ)
କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಿವ್; ಜೆವ್ನಾನ್ಬಿ ಲೈ ಕಿಮ್ತಿಚೊ. ಅನಿ ಆಂಗ್ ನೆಸ್ತಲ್ಯಾ ಕಪ್ಡ್ಯಾಂಚಾನ್ಕಿ ಲೈ ಕಿಮ್ತಿಚೆ.